ଆଜିର ରାଶିଫଳ

Udaya_Labanya | July 25, 2021 | 38 views |0 | Vastu & Astrology


ଅଦ୍ୟ ଜୁଲାଇ ମାସ ୨୫ ତାରିଖ ୨୦୨୧ ମସିହା(ରବିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଆଷାଢ଼ମାସ-ଶୁକ୍ଳପକ୍ଷ
ତିଥି-ପ୍ରତିପଦ ପ୍ରାତଃ ଘ ୦୫/୩୦ପର୍ଯ୍ୟନ୍ତ ତଦନ୍ତେ ଦ୍ଵିତୀୟା
ନକ୍ଷତ୍ର- ଶ୍ରବଣ। ଦିବା ଘ୧୧/୪୦ ପର୍ଯ୍ୟନ୍ତ ତଦନ୍ତେ ଧନିଷ୍ଟା
ଚନ୍ଦ୍ର-ମକର ରାତ୍ରି ଘ୧୧/୧୦ ପର୍ଯ୍ୟନ୍ତ ତଦନ୍ତେ କୁମ୍ଭ
ଯୋଗ-ଆୟୁଷ୍ମ।ନ୍
କରଣ-କୌଲ ବ
ସୌରମାସ-କର୍କଟ ୧୦ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୦୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୦୮
*✧═════•❁❀
*ଯୋଗିନୀ ପୂର୍ବେ ପ୍ରାତଃ ଘ ୦୫/୩୦ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ*
ସିଂହ ରାଶିର ଘାତ ଚନ୍ଦ୍ର
ମେଷ ରାଶିର ଘାତବାର
ଦ୍ଵିତୀୟା ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। ଓ ବାରବେଳ।- ଦିବା ଘ୧୦/୧୭ ଗତେ ଘ୦୧/୩୬ ମଧ୍ୟେ
✧═════•❁❀❁•═══
ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୬/୧୨ଗତେ ଘ୦୯/୨୨ ମଧ୍ୟେ ଓ ରାତ୍ରି ଘ୦୭/୫୭ ଗତେ ଘ୦୯/୩୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।-ଦିବା ଘ୦୬/୧୦ ମଧ୍ୟେ ଓ ରାତ୍ରି ଘ୦୭/୧୦ ଗତେ ଘ୦୭/୫୬ ମଧ୍ୟେ*
═✧══•❁❀❁•═════✧
ଅଦ୍ୟ ପାଣିକଖାରୁ ପ୍ରାତଃ ଘ ୦୫/୩୦ ଗତେ ବୋଇତୀ କଖାରୁ ଭକ୍ଷଣ ନିଷେଧ
🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════✧
🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
✧═════•❁❀❁•═════✧
🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════✧
🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════✧
🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
✧═════•❁❀❁•═════✧
🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
✧═════•❁❀❁•═════✧
🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
✧═════•❁❀❁•═════✧
🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
✧═════•❁❀❁•═════✧
🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
✧═════•❁❀❁•═════✧
🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════✧
🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════✧
🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 47 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 54 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories