ନୂତନ ଗୀର୍ଜା ଘର ଉଦଘାଟିତ

Udaya_Labanya | July 25, 2021 | 34 views |0 | Breaking News


ବରଗଡ଼:- ବରଗଡ଼ ସହର ଗାନ୍ଧୀ ନଗର ଠାରେ ସି ଏନ ଆଇ ମଣ୍ଡଳୀ ର ନୂତନ ଗୀର୍ଜା ଘର ସମ୍ବଲପୁର ଡାଏସିସ ର ବିଶପ ଡଃ ପିନୁଏଲ ଦୀପ ଏବଂ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭା ରେ ଜିଲ୍ଲା ମଣ୍ଡଳୀ ପରିଷଦ ର ଉପ ସଭାପତି ଅମୂଲ୍ୟ ସୁନା ଅଧ୍ୟକ୍ଷତା କରିଥିଲେ। ସମାରୋହ ରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ନିପନ ଦାଶ, ଭାଜପାର ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ, ଆଚାର୍ଯ୍ୟ ଧିରେନ୍ ନନ୍ଦ, କିଶୋର ମିଶ୍ର, ଡଃ ଜିତେନ୍ଦ୍ରିୟ ହରିପାଳ ପ୍ରମୁଖ ଯୋଗଦାନ କରିଥିଲେ। ସି ଏନ ଆଇ ମଣ୍ଡଳୀ ଗାନ୍ଧୀ ନଗର ସମ୍ପାଦକ ଚନ୍ଦ୍ର ଶେଖର ବାଗ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ କୋଷାଧ୍ୟକ୍ଷ ଦାନୀଏଲ ଦୀପ ଧନ୍ୟବାଦ ଅର୍ପଣ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 4 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 7 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories