ଆଜିର ରାଶିଫଳ

Udaya_Labanya | July 26, 2021 | 9 views |0 | Vastu & Astrology


ଅଦ୍ୟ ଜୁଲାଇ ମାସ ୨୬ ତାରିଖ ୨୦୨୧ ମସିହା(ସୋମବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଶ୍ରାବଣମାସ-କୃଷ୍ଣପକ୍ଷ
ତିଥି-ତୃତୀୟା ରାତ୍ରି ଘ ୦୨/୧୯ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ
ନକ୍ଷତ୍ର- ଧନିଷ୍ଟା ଦିବା ଘ୧୦/୪୮ ପର୍ଯ୍ୟନ୍ତ ତଦନ୍ତେ ଶତଭିଶା
ଚନ୍ଦ୍ର-କୁମ୍ଭ
ଯୋଗ-ସୌଭାଗ୍ୟ
କରଣ-ବାଣିଜ୍ୟ
ସୌରମାସ-କର୍କଟ ୧୧ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୩୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୨୮
*✧═════•❁❀
*ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ ୦୨/୩୪ ପର୍ଯ୍ୟନ୍ତ ତଦନ୍ତେ ନୈରୁ ତେ*
ମିଥୁନ ଓ ସିଂହ ରାଶିର ଘାତ ଚନ୍ଦ୍ର
ମିଥୁନ ରାଶିର ଘାତବାର
ତୃତୀୟା ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। -ଦିବା ଘ୦୭/୦୧ ଗତେ ଘ୦୮/୩୯ ମଧ୍ୟେ
ବାରବେଳ।- ଦିବା ଘ୦୩/୦୭ ଗତେ ଘ୦୪/୪୫ ମଧ୍ୟେ
✧═════•❁❀❁•═══
ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୭/୦୦ ମଧ୍ୟେ ଓ ଘ୧୦/୧୩ ଗତେ ଘ୧୨/୩୭ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।-ନାସ୍ତି
═✧══•❁❀❁•═════✧
ଅଦ୍ୟ ପୋଟଳ ରାତ୍ରି ଘ ୦୨/୩୫ ଗତେ ମୂଳା ଭକ୍ଷଣ ନିଷେଧ
🌷ମେଷ🌷👉: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।
✧═════•❁❀❁•═════✧
🌷ବୃଷ🌷👉: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।
✧═════•❁❀❁•═════✧
🌷ମିଥୁନ🌷👉: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।
✧═════•❁❀❁•═════✧
🌷କର୍କଟ🌷👉: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।
✧═════•❁❀❁•═════✧
🌷ସି˚ହ🌷👉: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।
✧═════•❁❀❁•═════✧
🌷କନ୍ୟା🌷👉: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।
✧═════•❁❀❁•═════✧
🌷ତୁଳା🌷👉: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।
✧═════•❁❀❁•═════✧
🌷ବିଛା🌷👉: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।
✧═════•❁❀❁•═════✧
🌷ଧନୁ🌷👉: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।
✧═════•❁❀❁•═════✧
🌷ମକର🌷👉: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।
✧═════•❁❀❁•═════✧
🌷କୁମ୍ଭ🌷👉: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
✧═════•❁❀❁•═════✧
🌷ମୀନ🌷👉:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।
ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।
✧═════•❁❀❁•═════✧

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 46 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 53 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories