ବାଇକକୁ ପିଟିଲା ବୋଲେରୋ , ୨ ଗୁରତର

Udaya_Labanya | July 27, 2021 | 20 views |0 | Breaking News


ଫୁଲ ବାଣୀ-କ ନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ଡ଼ିଣ୍ଡରା ଗାଁ ଆଦର୍ଶ ବିଦ୍ୟାଳୟ ନିକଟରେ ବୋଲେ ରୋ ଏକ
ବାଇକକୁ ପିଟିବା ଫଳରେ ବାଇକରେ ଯାଉଥିବା ଜଣ ଗୁରୁତର ଆହାତ ହୋଇଛନ୍ତି । ଆହତ ମାନଙ୍କୁ ଫିରିଙ୍ଗିଆ ଡାକ୍ତର ଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।।
ଆହତ ଦୁଇଜଣ ହେଲେ ଫରିଙ୍ଗିଆ ଥାନା ଅନ୍ତର୍ଗତ ନୁଆପଦର ନିକଟ ପେନାଗିରି ଗ୍ରାମର ପପୁ ବେହେରା ଓ ମଣ୍ଟୁ ବେହେରା ବୋଲି ଜଣାପଡିଛି । ଖବର ପାଇ ଫିରିଙ୍ଗିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି ।

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 7 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories