ଆଜିର ରାଶିଫଳ

Udaya_Labanya | July 28, 2021 | 47 views |0 | Vastu & Astrology


ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୧ ମସିହା(ବୁଧବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଶ୍ରାବଣମାସ-କୃଷ୍ଣପକ୍ଷ
ତିଥି-ପଞ୍ଚମୀ ରାତ୍ରି ଘ ୦୨/୩୧ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ
ନକ୍ଷତ୍ର- ପୂର୍ବଭାଦ୍ର ଦିବା ଘ୧୧/୧୧ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରଭାଦ୍ର
ଚନ୍ଦ୍ର-ମୀନ
ଯୋଗ-ଅତିଗଣ୍ଡ
କରଣ-କୌଳବ
ସୌରମାସ-କର୍କଟ ୧୩ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୨୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୪୮
*✧═════•❁❀
*ଯୋଗିନୀ ଦକ୍ଷିଣେ ରାତ୍ରି ଘ ୦୨/୩୧ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ*
ଧନୁ ରାଶିର ଘାତ ଚନ୍ଦ୍ର
କର୍କଟ ରାଶିର ଘାତବାର
ପଞ୍ଚମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। -ଦିବା ଘ୦୮/୩୯ ଗତେ ଘ୧୦/୧୬ ମଧ୍ୟେ
ବାରବେଳ।- ଦିବା ଘ୧୧/୫୧ ଗତେ ଘ୦୧/୩୦ ମଧ୍ୟେ
✧═════•❁❀❁•═══
ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୭/୦୨ମଧ୍ୟେ ଓ ରାତ୍ରି ଘ୦୭/୧୦ଗତେ ଘ୦୯/୩୬ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।-ଦିବା ଘ୦୩/୫୦ଗତେ ଘ୦୫/୨୬ ମଧ୍ୟେ ଓ ରାତ୍ରି ଘ୦୩/୩୪ଗତେ ଘ୧୧/୧୦ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ବେଲ ରାତ୍ରି ଘ ୦୨/୩୧ ଗତେ ନିମ୍ବ ଭକ୍ଷଣ ନିଷେଧ
🌷ମେଷ🌷👉 : ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।
✧═════•❁❀❁•═════✧
🌷ବୃଷ🌷👉 : ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।
✧═════•❁❀❁•═════✧
🌷ମିଥୁନ🌷👉 : ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।
✧═════•❁❀❁•═════✧
🌷କର୍କଟ🌷👉 : ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ପର୍ବପର୍ବାଣି ବା କୈ।ଣସି ଆନୁଷ୍ଠନିକ କାରଣରୁ ହୋଇପାରେ ।ବହୁଦିନର ପୁରାତନ ବନ୍ଧୁଦର୍ଶନ ଯୋଗ ଅଛି।
✧═════•❁❀❁•═════✧

🌷ସିଂହ🌷👉 : ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।
✧═════•❁❀❁•═════✧
🌷କନ୍ୟା🌷👉: ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।
✧═════•❁❀❁•═════✧
🌷ତୁଳା🌷👉 : ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।
✧═════•❁❀❁•═════✧
🌷ବିଛା 🌷👉: ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।
✧═════•❁❀❁•═════✧
🌷ଧନୁ 🌷👉: ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।
✧═════•❁❀❁•═════✧
🌷ମକର🌷👉 : କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ।
✧═════•❁❀❁•═════✧
🌷କୁମ୍ଭ🌷👉 : ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ନିଜକର୍ମ କରିଚାଲନ୍ତୁ ସଫଳନିଶ୍ଚୟଁ ହେବେ।
✧═════•❁❀❁•═════✧
🌷ମୀନ🌷👉 : ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।
✧═════•❁❀❁•═════✧

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 47 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 54 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories