ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା ସଭା

Udaya_Labanya | July 31, 2021 | 13 views |0 | Breaking News


ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ)
ବରଗଡ଼ ଜିଲ୍ଲା ପ୍ରଶାସନ, ଏଡ୍ ଇଟ୍ ଏକସନ୍ ଏବଂ ୟୁନିସେଫ ପକ୍ଷରୁ ଆଜି ମିଶନ ଶକ୍ତି ହଲ୍ ଠାରେ ଶିଶୁ ଚାଲାଣ ଏବଂ ତାଙ୍କ ସୁରକ୍ଷା ସଂପର୍କରେ ଏକ ଜିଲ୍ଲା ସ୍ତରୀୟ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିଥି ଭାବେ ଏଡ୍ ଇଟ୍ ଏକସନ୍ ର ନିର୍ଦ୍ଦେଶକ ୟୁନି ଡାନିଏଲ ଯୋଗ ଦେଇ ଦକ୍ଷିଣ ଏସିଆରେ ଶିଶୁ ଚାଲାଣ ବିଭିନ୍ନ ପରିସ୍ଥିତି ଓ ବିଭିନ୍ନ ଉପାୟରେ ହୋଇଥାଏ। ତଥାପି ଏହା ରୋକିବାରେ ସରକାରୀ ଓ ବେସରକାରୀ ସ୍ତରରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ଗୁଡ଼ିକ ସଫଳତା ର ସହ କାର୍ଯ୍ୟ କରୁଛନ୍ତି। ସଭା ରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଡ଼ଃ ବିଦୁପ୍ରଭା ରଥ, ଜିଲ୍ଲା ଶିଶୁ କଲ୍ୟାଣ କମିଟି ର ଅଧ୍ୟକ୍ଷ ସୁଜିତ ଦାସ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମଞ୍ଜୁ ଏକ୍କା, ବରଗଡ଼ ରେଳବାଇ ଥାନା ଅଧିକାରୀ ବି ବି ମିଶ୍ର, ଜିଲ୍ଲା ଶ୍ରମ ଅଧିକାରୀ, ସ୍ବେଚ୍ଛାସେବୀ ସୁଶ୍ରୀ ସଂଧ୍ୟା, ସୁଶ୍ରୀ ଚନ୍ଦ୍ରା, ଏବଂ ନେହେରୁ ଯୁବକ କେନ୍ଦ୍ର ର ପ୍ରତିନିଧି ଭିବେ ରୋସନ କୁମାର ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories