ସମ୍ବଲପୁରୀ ଦୀନ୍ ଅବସର ଥିଁ ଓଡ଼ିଶା ମୋ ପାରିବାର ଓ ଜୀବନ ବିନ୍ଦୁ ତରଫରୁ ରକ୍ତ ଦାନ ଶିବିର

Udaya_Labanya | August 1, 2021 | 18 views |0 | Breaking News


ବରଗଡ଼-(ଉଲାପ୍ର)
କରୋନା ସମୟରେ ରକ୍ତାଭାବ କୁ ଦୁର କରିବା ପାଇଁ ବିଧାୟକ ଦେବେଶ ଆଚାର୍ଯ୍ଯ ଙ୍କ ତତ୍ବାବଧାନ ରେ ଆଜି ବରଡୋଲ ପିପଲି ପାଲି ର ଟିକ୍ରାପଡା ଠାରେ ବିବିସି କ୍ଲବ ଆନୁକୁଲ୍ୟରେ ସମ୍ବଲପୁରୀ ଦିନ୍ ଅବସର ରେ ଏକ ସ୍ବେଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର ରେ ବରଗଡ଼ ରକ୍ତ ଭଣ୍ଡାର ତରଫ ରୁ ସର୍ବମୋଟ ୩୨ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଏହି ଶିବିର କୁ ମୁଖ୍ଯ ଅତିଥି ବିଧାୟକ ଶ୍ରୀଯୁକ୍ତ ଦେବେଶ ଆଚାର୍ଯ୍ଯ ଫିତା କାଟି ଉଦ୍ଘାଟନ କରିଥିଲେ ।ଏଥିରେ ଓଡ଼ିଶା ମୋ ପାରିବାର ର ଜିଲ୍ଲା ସଂଯୋଜକ ଗୌର ହରି ମିଶ୍ର, ବିଜୁ ଯୁବ ଜନତା ଦଳ ର ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, ଜୀବନ ବିନ୍ଦୁ ର ସହ ସଂଯୋଜକ ଅଶ୍ୱିନୀ ତ୍ରିପାଠୀ,ରାଜା ମେହେର ପ୍ରମୁଖ ଯୋଗ ଦାନ କରିଥିଲେ।ବିବିସି କ୍ଲବ ର ଗଦନା, ଗୋପି, ସାଗର, ଇଗ୍ନେସ, ନାଗେଶ, ଅମିତ, ସିତୁନ, ରାକେଶ, ବିକି, ଗଣେଶ, ସୁରେଶ, ରାଜୁ, ଲିଙ୍ଗ, ଭୀମ, ସୁରଜ, ମାର୍କୁସ
ପ୍ରମୁଖ ଶିବିର ପରିଚାଳନା କରିଥିଲେ ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 4 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 6 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories