ବରପାଲି କୋଷ୍ଠା ସେବା ସମବାୟ ସମିତି ପୁରସ୍କୃତ

Udaya_Labanya | August 8, 2021 | 15 views |0 | Breaking News


ବରଗଡ଼:- ବରଗଡ଼ ଜିଲ୍ଲା ବରପାଲି ସଦର ମହକୁମା ରେ ଥିବା କୋଷ୍ଠା ସେବା ସମବାୟ ସମିତି କୁ ରାଜ୍ୟ ସରକାର ଙ୍କ ବୟନ ଶିଳ୍ପ ବିଭାଗ ପକ୍ଷରୁ ପୁରସ୍କୃତ କରାଯାଇଛି। ସମିତି ର ଉତ୍ତମ କାର୍ଯ୍ୟ ଶୈଳୀ ତଥା ନୂତନ ବୁଣାକାର ଭାଇ ଭଉଣୀ ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ ରେ ସଫଳତା ଦୃଷ୍ଟିରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଜାତୀୟ ହସ୍ତତନ୍ତ ଦିବସ ଉପଲକ୍ଷେ ଭୁବନେଶ୍ଵରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟ ବୟନ ଶିଳ୍ପ ବିଭାଗ ମନ୍ତ୍ରୀ ପଦ୍ମିନୀ ଦିଆନ, ବିଭାଗୀୟ କମିଶନର ଶୋଭା ଶର୍ମା,ବୟନ ଶିଳ୍ପ ବିଭାଗ ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଦାଶ ଙ୍କ ଉପସ୍ଥିତି ରେ ସମିତି ର ସମ୍ପାଦକ ପଞ୍ଚାନନ ମେହେର ପୁରସ୍କାର ଗ୍ରହଣ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଫୁଲବାଣୀ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

Udaya_Labanya | December 3, 2022 | 4 views |0

ଫୁଲବାଣୀ(ସୁନୀଲ ପଟନାୟକ )ଫୁଲବାଣୀ ର ଏଜ ଓ ହାଇ ସ୍କୁଲ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତଓ ପରିବେଶ ସମ୍ପର୍କିତ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ପ୍ରମୋଦ ଷଡ଼ଙ୍ଗୀ…

ଫୁଲବାଣୀ ରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ

Udaya_Labanya | December 3, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ର ଏଜେଓ ହାଇ ସ୍କୁଲ ପରିସରରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ କୁ ବ୍ଲକ ଶିକ୍ଷାଧିକାରୀ ରଞ୍ଜନ କୁମାର କହଁର ଉଦଘାଟନ କରିଥିବା ବେଳେ ମୁଖ୍ୟ…

Leave a Reply

Your email address will not be published. Required fields are marked *

Archives

Categories