ନାବାର୍ଡ ବରଗଡ଼ ପକ୍ଷରରୁ ଜାତୀୟ ହସ୍ତତନ୍ତ୍ର ଦିବସ ପାଳିତ

Udaya_Labanya | August 12, 2021 | 28 views |0 | Breaking News


ବରଗଡ଼
ଆଜି ନାବାର୍ଡ ବରଗଡ ଆନୁକୂଲ୍ୟରେ ଅତାବିରା ବ୍ଲକ କନଫରେନ୍ସ ହଲ ଠାରେ ଜାତୀୟ ହସ୍ତତନ୍ତ୍ର ଦିବସ ପାଳିତ ହୋଇଯାଇଛି l ପ୍ରଥମେ ୱେବ ମିନାର ମାଧ୍ୟମରେ ନାବାର୍ଡ ଭୁବନେଶ୍ୱର କୁ ସଂଯୋଗ କରାଯାଇଥିଲା l ପରେ ହସ୍ତକଳା ବିଷୟରେ ଆଲୋଚନା କରାଯାଇଥିଲା l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷା ରୀତା ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ୱନାଥ ପଧାନ, ବୟନ ଶିଳ୍ପ ବିଭାଗ ର ଉପ ନିର୍ଦ୍ଦେଶକ ଶିଶିର ନାଗ ଏବଂ ସମ୍ବଲପୁରୀ ବାସ୍ତ୍ରାଳୟ ସମ୍ପାଦକ ସମ୍ପୂନାନନ୍ଦ ପ୍ରଧାନ ଅତିଥି ଭାବେ ଯୋଗଦାନ କରିଥିଲେ l ମୁଖ୍ୟ ଅତିଥି ଭାବରେ ନାବାର୍ଡ ର ପ୍ରବନ୍ଧକ ହଟ କିଶୋର ବେହେରା ଯୋଗଦାନ କରିଥିଲେ l କାର୍ଯ୍ୟକ୍ରମ କୁ କଳାକାହ୍ନୁ ଦୀପ, ଚେୟାରମ୍ୟାନ ନିୟୁଲାଇଫ ଫାଉଣ୍ଡେସନ ପରିଚାଳନା କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ବେହେରା ଲୁରୁପାଲି ର ବୁଣାକାର ଗୌତମ ମେହେର କୁ ପୁରସ୍କୃତ କରିଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories