ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଶପଥ ପାଠ ସଭା

Udaya_Labanya | August 19, 2021 | 36 views |0 | Breaking News


ବରଗଡ଼ ୧୯/୮(ସତ୍ୟ ନାରାୟଣ ପ୍ରଧାନ)
ଆଜି ସଦଭାବନା ଦିବସ ଅବସରରେ ଏକ ଶପଥ ପାଠ ସଭା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମନୀଷା ବାନାର୍ଜୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ ଶପଥ ପାଠ କରାଇଥିଲେ। ସଭାରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ସହକାରୀ କଲେକ୍ଟର ସୁମତୀ ପଣ୍ଡା, ଜିଲ୍ଲା ସୂଚନା ଲୋକ ସଂପର୍କ ଅଧିକାରୀ କଲ୍ୟାଣୀ ଦାଶ, ମମତା ପ୍ରଧାନ, ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହି ଶପଥ ପାଠ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 4 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 6 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories