ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ତିରୋଧାନ ଦିବସ, ଚକାପାଦ ଓ ଜଲେଶପଟ୍ଟା ରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି,

Udaya_Labanya | August 23, 2021 | 14 views |0 | Breaking News


ଫୁଲବାଣୀ-୨୩/୮(ସୁନୀଲପଟନାୟକ)
ଆଜି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ତିରୋଧାନ ଦିବସ, Iଠିକ ୧୩ ବର୍ଷ ତଳେ ଆଜିର ଦିନରେ ଜଲେଶପଟା ଆଶ୍ରମ ପରିସରରେ ଦୁର୍ବର୍ତ୍ତମାନେ ପଶି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ସମେତ ୫ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ ।
ଫଳରେ ବିଶ୍ଵ ହିନ୍ଦୁ ପରିଷଦ ପକ୍ଷରୁ ଆଜି ର ଦିନକୁ ବଳିଦାନ ଦିବସ ଭାବେ ପାଳନ କରା ଯାଉଥିଲା । ସୋମବାର ସ୍ୱାମିଜୀଙ୍କଚକାପାଦ ଆଶ୍ରମ ରେ କାଳେ ବଳିଦାନ ଦିଵସ ପାଳନ ହେବ ସେଥିପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କୁ କଡ଼ାକଡ଼ି କରାଯାଇଛି ।ତେବେ ଏଯାଏଁ କୌଣସି କାର୍ଯ୍ୟକ୍ରମ ଆରମ୍ଭ ହୋଇନି l
ସ୍ୱାମୀଜୀଙ୍କ ହତ୍ୟା ପରେ କନ୍ଧମାଳ ସମେତ ଅନ୍ୟ ଜିଲ୍ଲାରେ ମଧ୍ୟ
ସଂ। ପ୍ରଦ l ୟିକ ଦଙ୍ଗା ସୃଷ୍ଟି ହୋଇ ଥିଲା l ଏଥିରେ ୫୦ ରୁ ଉର୍ଦ୍ଧ୍ଵ ଲୋକଙ୍କ ମୃତ୍ୟୁ ଘଟିବା ସହ ହଜ।ର ହଜାର ସଂଖ୍ୟାରେ ଘର ପୋଡି ବା ସହ ଭଙ୍ଗାରୁଜା ହୋଇଥିଲା।

Share this
  •  
  •  
  •  
  •  
  •  
  •  
  •  

Related Posts

ଫୁଲବାଣୀ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

Udaya_Labanya | December 3, 2022 | 4 views |0

ଫୁଲବାଣୀ(ସୁନୀଲ ପଟନାୟକ )ଫୁଲବାଣୀ ର ଏଜ ଓ ହାଇ ସ୍କୁଲ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତଓ ପରିବେଶ ସମ୍ପର୍କିତ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ପ୍ରମୋଦ ଷଡ଼ଙ୍ଗୀ…

ଫୁଲବାଣୀ ରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ

Udaya_Labanya | December 3, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ର ଏଜେଓ ହାଇ ସ୍କୁଲ ପରିସରରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ କୁ ବ୍ଲକ ଶିକ୍ଷାଧିକାରୀ ରଞ୍ଜନ କୁମାର କହଁର ଉଦଘାଟନ କରିଥିବା ବେଳେ ମୁଖ୍ୟ…

Leave a Reply

Your email address will not be published. Required fields are marked *

Archives

Categories