ଜିଲ୍ଲାପାଳ ଙ୍କ ଗୋପେଇପାଲି ସରକାରୀ ହାଇସ୍କୁଲ ପରିଦର୍ଶନ

Udaya_Labanya | August 25, 2021 | 20 views |0 | Breaking News


ବରଗଡ଼ ୨୫/୮(ସତ୍ୟ ନାରାୟଣ ପ୍ରଧାନ)
ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ଗୋପେଇପାଲି ଗ୍ରାମ ର ସରକାରୀ ହାଇସ୍କୁଲ କୁ ଆଜି ଜିଲ୍ଲାପାଳ ମନୀଷା ବାନାର୍ଜୀ ପରିଦର୍ଶନ କରିଥିଲେ। ରାଜ୍ୟ ସରକାର ଙ୍କ ମୋ ସରକାର ୫ଟି ସ୍କୁଲ ଏବଂ ମୋ ସ୍କୁଲ ଯୋଜନାରେ ଅନ୍ତର୍ଭୁକ୍ତ ଗୋପେଇପାଲି ସରକାରୀ ହାଇସ୍କୁଲ ର ନବ ନିର୍ମିତ ୫ଟି ଆଇସିଟି ଲେବ, ଶ୍ରେଣୀ ଗୃହ, ହଲ୍ ଏବଂ ସ୍କୁଲ ର ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ। ନିର୍ମାଣ କାର୍ଯ୍ୟ ଧାର୍ଯ୍ୟ ତାରିଖ ମଧ୍ୟରେ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରିଦର୍ଶନ ସମୟରେ ସ୍କୁଲ ର ପ୍ରଧାନ ଶିକ୍ଷକ ଙ୍କ ସମେତ ସ୍କୁଲ କମିଟି ର ସଦସ୍ୟ ମାନେ ଉପସ୍ଥିତ ଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଫୁଲବାଣୀ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

Udaya_Labanya | December 3, 2022 | 4 views |0

ଫୁଲବାଣୀ(ସୁନୀଲ ପଟନାୟକ )ଫୁଲବାଣୀ ର ଏଜ ଓ ହାଇ ସ୍କୁଲ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତଓ ପରିବେଶ ସମ୍ପର୍କିତ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ପ୍ରମୋଦ ଷଡ଼ଙ୍ଗୀ…

ଫୁଲବାଣୀ ରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ

Udaya_Labanya | December 3, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ର ଏଜେଓ ହାଇ ସ୍କୁଲ ପରିସରରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ କୁ ବ୍ଲକ ଶିକ୍ଷାଧିକାରୀ ରଞ୍ଜନ କୁମାର କହଁର ଉଦଘାଟନ କରିଥିବା ବେଳେ ମୁଖ୍ୟ…

Leave a Reply

Your email address will not be published. Required fields are marked *

Archives

Categories