ବିଜେଡି ନେତାଙ୍କ ଦବଙ୍ଗଗିରି, ଏନ ଏ ସି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ଥାନାରେ ମାମଲା ରୁଜୁ

Udaya_Labanya | September 3, 2021 | 36 views |0 | Breaking News

ଫୁଲବାଣୀ -3/9/21 (ସୁନୀଲ ପଟନାୟକ ) – ପୁଣି ସରକାରୀ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ l ବାଲିଗୁଡା ଏନ ଏ ସି ରେ ଏକାଉଣ୍ଟଟାଣ୍ଟ ଭାବେ କାର୍ଯରତ ଡି ଭବାନୀ ଶଙ୍କର ଦୋରାଙ୍କୁ ବାଲିଗୁଡା ବିଧାୟକଙ୍କ ପ୍ରତିନିଧିକହୁଥିବା ଅବନୀ କୁମାର ନାୟକ ଓ ତାଙ୍କର କୋଡିଏରୁ ଉର୍ଦ୍ଧ ସହଯୋଗୀଶୁକ୍ରବାର ମରଣାନ୍ତକ ଆକ୍ରମଣ କରିଥିବା ନେଇ ବାଲିଗୁଡା ଥାନାରେ ଅଭିଯୋଗ ହୋଇଛି l ଏନେଇ ପୋଲିସ ବାଲିଗୁଡା ଥାନାରେ ଏକ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି l ଆକ୍ରମଣ ରେ ସରକାରୀ କର୍ମଚାରୀଶ୍ରୀ ଦୋରାଗୁରୁତର ଆହତ ହୋଇଛନ୍ତି lତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତର ଖାନାରେଭର୍ତ୍ତି କରାଯାଇଥିଲା l ପ୍ରାଥମିକଚିକିତ୍ସା ପରେ ଅବସ୍ଥା ଗୁରୁତର ହେବା ରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ରେଫର କରାଯାଇଛି lପୋଲିସ ଘଟଣାର ତଦନ୍ତ କରୁଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଶହୀଦ ଦିବସ ଅବସରରେ ସମବେତ ନୀରବ ପ୍ରାର୍ଥନା

Udaya_Labanya | January 31, 2023 | 2 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଯୁକ୍ତ 2ଓ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନ ସମ୍ମାନ ଶ୍ରେଣୀ ଗୃହରେ ଏହି କାର୍ଯ୍ୟକ୍ରମ…

ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ବ୍ୟାପକ…

Udaya_Labanya | January 31, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ଦୁର୍ନୀତିର ଗନ୍ଧ l ପୁରୁଣା ମାଟି ଇଟା ଏବଂ ଅନାମଧେୟ ସିମେଣ୍ଟ ବ୍ୟବହାର ଓ କମ ସିମେଣ୍ଟ ର ବାଲି ମିଶ୍ରଣ ରେ ହେଉଛି କାନ୍ଥ ଯୋଡ଼େଇ l ଏହିଭଳି…

Leave a Reply

Your email address will not be published. Required fields are marked *

Archives

Categories