ଆଜିର ରାଶିଫଳ

Udaya_Labanya | September 4, 2021 | 121 views |0 | Vastu & Astrology


ଅଦ୍ୟ ସେପ୍ଟେମ୍ବର ମାସ ୦୪ ତାରିଖ ୨୦୨୧ ମସିହା(ଶନିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଭାଦ୍ରମାସ-କୃଷ୍ଣପକ୍ଷ
ତିଥି-ଦ୍ଵାଦଶୀ ଦିବା ଘ୦୮/୧୫ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ
ନକ୍ଷତ୍ର- ପୂଷ୍ୟ। ସଂ ଘ୦୬/୧୮ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ-ବାରୀୟ।ନ୍
କରଣ – ତୈତିଳ
ସୌରମାସ-ସିଂହ ୧୯ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୬/୩୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୭/୦୮
*✧═════•❁❀
*ଯୋଗିନୀ ନୈରୁତେ ଦିବା ଘ୦୮/୧୫ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। -ଦିବା ଘ୦୭/୦୮ ମଧ୍ୟେ ଓ ଘ୦୪/୨୩ ଗତେ ଘ୦୫/୫୮ ମଧ୍ୟେ
ବାରବେଳ।- ଦିବା ଘ୦୧/୧୭ ଗତେ ଘ୦୩/୫୮ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୯/୩୫ ଗତେ ଘ୧୨/୪୯ ମଧ୍ୟେ ଓ ରାତ୍ରି ଘ୦୮/୨୨ ଗତେ ଘ୧୦/୪୪ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ପୋଇ ଦିବା ଘ୦୮/୧୫ ପର୍ଯ୍ୟନ୍ତ ତଦନ୍ତେ ବାଇଗଣ ଭକ୍ଷଣ ନିଷେଧ
ମେଷ : 👉ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।
✧═════•❁❀❁•═════✧
ବୃଷ :👉 ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।
✧═════•❁❀❁•═════✧
ମିଥୁନ : 👉ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।
✧═════•❁❀❁•═════✧
କର୍କଟ : 👉ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।
✧═════•❁❀❁•═════✧
ସିଂହ :👉 ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।
✧═════•❁❀❁•═════✧
କନ୍ୟା : 👉ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।
✧═════•❁❀❁•═════✧
ତୁଳା : 👉ଯଦି ଆପଣ କୌଣସି ଆଇନଗତ କେସ୍ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।
✧═════•❁❀❁•═════✧
ବିଛା : 👉ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।
✧═════•❁❀❁•═════✧
ଧନୁ : 👉ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।
✧═════•❁❀❁•═════✧
ମକର :👉 ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।
✧═════•❁❀❁•═════✧
କୁମ୍ଭ :👉 ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
✧═════•❁❀❁•═════✧
ମୀନ : 👉ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।
✧═════•❁❀❁•═════✧

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 58 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 69 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories