ଆଜିର ରାଶିଫଳ

Udaya_Labanya | September 6, 2021 | 126 views |0 | Vastu & Astrology


ଅଦ୍ୟ ସେପ୍ଟେମ୍ବର ମାସ ୦୬ ତାରିଖ ୨୦୨୧ ମସିହା(ସୋମବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଭାଦ୍ରମାସ-କୃଷ୍ଣପକ୍ଷ
ତିଥି-ଚତୁର୍ଦ୍ଦଶୀ ଦିବା ଘ୦୭/୪୩ ପର୍ଯ୍ୟନ୍ତ ତଦନ୍ତେ ଅମାବାସ୍ୟା
ନକ୍ଷତ୍ର- ମଘା ସଂ ଘ୦୬/୫୨ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଫା
ଚନ୍ଦ୍ର- ସିଂହ
ଯୋଗ-ଶିବ
କରଣ – ଶକୁନି
ସୌରମାସ-ସିଂହ ୨୧ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୬/୪୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୫/୨୮
*✧═════•❁❀
*ଯୋଗିନୀ ପଶ୍ଚିମେ ଦିବା ଘ୦୭/୪୩ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟେ*
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ଅମାବାସ୍ୟାର ସମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ
✧═════•❁❀❁•═══
କାଳବେଳ। -ଦିବା ଘ୦୭/୦୮ ଗତେ ଘ୦୮/୪୦ ମଧ୍ୟେ
ବାରବେଳ।- ଦିବା ଘ୦୨/୫୦ ଗତେ ଘ୦୪/୨୪ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୭/୦୭ ମଧ୍ୟେ ଓ ଘ୧୦/୨୫ ଗତେ ଘ୧୨/୪୮ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ବିରି ଦିବା ଘ୦୭/୪୩ ପର୍ଯ୍ୟନ୍ତ ତଦନ୍ତେ ଆମିଷ ଭକ୍ଷଣ ନିଷେଧ
🌹ମେଷ🌹👉: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।
✧═════•❁❀❁•═════✧
🌹ବୃଷ🌹👉: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════✧
🌹ମିଥୁନ🌹👉: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।
✧═════•❁❀❁•═════✧
🌹କର୍କଟ🌹👉: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
✧═════•❁❀❁•═════✧
🌹ସିଂହ🌹👉: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।
✧═════•❁❀❁•═════✧
🌹କନ୍ୟା🌹👉: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।
✧═════•❁❀❁•═════✧
🌹ତୁଳା🌹👉: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════✧
🌹ବିଛା🌹👉: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।
✧═════•❁❀❁•═════✧
🌹ଧନୁ🌹👉: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।
✧═════•❁❀❁•═════✧
🌹ମକର🌹👉: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।
✧═════•❁❀❁•═════✧
🌹କୁମ୍ଭ🌹👉: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।
✧═════•❁❀❁•═════✧
🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।
✧═════•❁❀❁•═════✧

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜିର ରାଶିଫଳ

Udaya_Labanya | January 29, 2022 | 58 views |0

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ - କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ…

ଆଜିର ରାଶିଫଳ

Udaya_Labanya | January 17, 2022 | 70 views | 0

ଅଦ୍ୟ ଜାନୁଆରୀ ମାସ ୧୭ ତାରିଖ ୨୦୨୨ ମସିହା(ସୋମବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସପୌଷ- ଶୁକ୍ଳପକ୍ଷତିଥି- ପୂର୍ଣ୍ଣିମା ରାତ୍ରି ଘ ୦୫/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୫/୧୪ ପର୍ଯ୍ୟନ୍ତ ତଦନ୍ତେ ପୁଷ୍ୟାଚନ୍ଦ୍ର- ମିଥୁନ ରାତ୍ରି ଘ ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ…

Leave a Reply

Your email address will not be published. Required fields are marked *

Archives

Categories