ଭାରସାମ୍ୟ ହରାଇ ଓଲଟିଲା କାର

Udaya_Labanya | September 15, 2021 | 38 views |0 | Breaking News


ଫୁଲ ବାଣୀ-୧୫/୯(ସୁନୀଲପଟନାୟକ)
ମଙ୍ଗଳବାର ବିଳମ୍ୱିତ ରାତିରେ ଏକ କାର ଭାରସାମ୍ୟ ହରାଇ ରାସ୍ତାକଡ଼ ଖାଲରେ ଓଲଟି ପଡିଥିବା ଜଣା ପଡିଛି । ଦୁର୍ଘଟଣା ଗସ୍ତ କାର ନମ୍ବର ଓଡ଼ି ଠ୨. ଏଡବ୍ଲ୍କ୍୭୩୬୯ ବୋଲି ଜଣାପଡିଛି ।
ଦୁର୍ଘଟଣା ଘଟିଛି ଫୁଲବାଣୀସଦର ଥାନା ଅନ୍ତର୍ଗତ ଗୁମା ଗଡ଼ ଅଞ୍ଚଳରେ ।
ଦୃତଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଡ୍ରାଇଭର ଆହତ ହୋଇଥିବା କୁହାଯାଉଛି। ଖବର ପାଇସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଠଗଡ ସାହିତ୍ୟ ସମାଜ କବିତା ଆସର ଅନୁଷ୍ଠିତ

Udaya_Labanya | February 5, 2023 | 89 views |0

ଆଠଗଡ(ଉଲ୍ଲାପ୍ର )ଆଠଗଡ ସାହିତ୍ୟ ସମାଜର କବିତା ଆସର ସ୍ଥାନୀୟ ମହାତ୍ମାଗାନ୍ଧୀ ଇଂରାଜୀ ମିଡ଼ିଅମ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି,ଉପସଭାପତି ସୁରେଶ ଚନ୍ଦ୍ର ପରିଡାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଖୁଣ୍ଟୁଣୀ ରାଧାନାଥ ରଥ ବିଜ୍ଞାନ ମହାବିଦ୍ୟାଳୟର ଇତିହାସ ବିଭାଗ…

ଆବାସ ଯୋଜନା ଦୁର୍ନୀତି ନେଇ ତିଗିରିଆ ବ୍ଲକ…

Udaya_Labanya | February 4, 2023 | 15 views | 0

ତିଗିରିଆ (ଉଲ୍ଲାପ୍ର )କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟରେ ଶାସକ ଦଳ ଦଳୀୟ ଭିତିରେ ବାଣ୍ଟୁ ଥିବା ଯୋଗୁ ଏବେ ରାଜ୍ୟରେ ବିଜେପି ଦଳ ପ୍ରତି ବ୍ଲକ ଆଗରେ ଧାରଣା ଦେଉଛି, ଶନିବାର ଦିନ କଟକ ଜିଲ୍ଲା ଆଠଗଡ ନିର୍ବାଚନ…

Leave a Reply

Your email address will not be published. Required fields are marked *

Archives

Categories