କନ୍ଧମାଳରେ ଗୁଳି ଫୁଟିଲା : ଘରେ ପଶି ଗୁଳି କରି ବ୍ୟବସାୟୀ କୁ ହତ୍ୟା : ଦୁବୁର୍ତ୍ତ ଫେରାର : ତଦନ୍ତ ଅବ୍ୟାହତ

Udaya_Labanya | September 17, 2021 | 21 views |0 | Breaking News


ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ରେବିଙ୍ଗିଆ ଗ୍ରାମରେ ଗୁରୁବାର ରାତି ୮ଟା ସମୟରେ ନବଘନ ସାହୁ ନାମକ ଜଣେ ବ୍ୟବସାୟୀ ଙ୍କ ଘରେ ପଶି ଗୁଳି କରି ହତ୍ୟା ହୋଇଥିବା ଖବର ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପଡ଼ିଶା ଘରେ ରହୁଥିବା ଭୀମ ବେହେରା ନାମକ ଜଣେ ଯୁବକ ହଠାତ ଘର ଭିତରେ ପଶି ଏକ ଦେଶୀ ବନ୍ଧୁକ ରେ ନବଘନ ର ଛାତି କୁ ଗୁଳି କରି ହତ୍ୟା କରିଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲା। ଘଟଣାର ପ୍ରକୃତ କାରଣ ଜଣାପଡ଼ିନାହିଁ l ନବଘନକୁ ସଙ୍ଗେ ସଙ୍ଗେ ବାଲିଗୁଡା ମେଡିକାଲକୁ ଅଣାଯାଇଥିଲା, ସେଠାର କିନ୍ତୁ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି l ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଅବ୍ୟାହତ ରଖିଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ…

Udaya_Labanya | January 28, 2023 | 1 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର…

ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

Udaya_Labanya | January 28, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି।ସଂଯୁକ୍ତା ନାୟକ ଏହି କାର୍ଯ୍ୟକ୍ରମର ସଂଯୋଜିକା ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ…

Leave a Reply

Your email address will not be published. Required fields are marked *

Archives

Categories