#Vastu & Astrology

ଆଜିର ରାଶିଫଳ


ଅଦ୍ୟ ଅକ୍ଟୋବର ମାସ ୦୧ ତାରିଖ ୨୦୨୧ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଆଶ୍ଵିନ୍ୟ – କୃଷ୍ଣପକ୍ଷ
ତିଥି- ଦଶମୀ ରାତ୍ରି ଘ ୧୦/୫୩ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ
ନକ୍ଷତ୍ର- ପୂଷ୍ୟା ରାତ୍ରି ଘ ୦୩/୩୩ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ-ଶିବ
କରଣ – ବାଣିଜ୍ୟ
ସ ମାସ- କନ୍ୟା ୧୫ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୪୧/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୨/୩୨
*✧═════•❁❀
*ଯୋଗିନୀ ଉତ୍ତରେ ରାତ୍ରି ଘ ୧୦/୫୩ ପର୍ଯ୍ୟନ୍ତ ତଦନ୍ତେ ଅଗ୍ନିକୋଣେ*
ବିଛା,ଧନୁ ଓ ମୀନ ରାଶିର ଘାତାବାର
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ
✧═════•❁❀❁•═══
କାଳବେଳ। ଓ ବାରବେଳ।- ଦିବା ଘ ୦୮/୩୮ ଗତେ ଘ୧୧/୩୭ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୩୦ ମଧ୍ୟେ ଓ ଘ୦୭/୧୬ ଗତେ ଘ୦୮/୩୭ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ କଳମଶାଗ ରାତ୍ରି ଘ୧୦/୫୩ ଗତେ ଶିମ୍ବ ଭକ୍ଷଣ ନିଷେଧ
🌹ମେଷ🌹👉: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।
✧═════•❁❀❁•═════✧
🌹ବୃଷ🌹👉: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
✧═════•❁❀❁•═════✧
🌹ମିଥୁନ🌹👉: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
✧═════•❁❀❁•═════✧
🌹କର୍କଟ🌹👉: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
✧═════•❁❀❁•═════✧
🌹ସି˚ହ🌹👉: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।
✧═════•❁❀❁•═════✧
🌹କନ୍ୟା🌹👉: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
✧═════•❁❀❁•═════✧
🌹ତୁଳା 🌹 👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
✧═════•❁❀❁•═════✧
🌹ବିଛା🌹👉: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।
✧═════•❁❀❁•═════✧
🌹ଧନୁ🌹👉: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।
✧═════•❁❀❁•═════✧
🌹ମକର🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
✧═════•❁❀❁•═════✧
🌹କୁମ୍ଭ🌹👉: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।
✧═════•❁❀❁•═════✧
🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
✧═════•❁❀❁•═════✧

Leave a comment

Your email address will not be published. Required fields are marked *