#Breaking News

୧୩୩ ଏକର ଗ6 ଜଂ ଇ ଚାଷ ନଷ୍ଟ କଲା ପୋଲିସ, ଓ ଅବକାରୀ ବିଭାଗ


ଫୁଲବାଣୀ-(ସୁନୀଲ ପଟ୍ଟନାୟକ)
କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ଚୋରା ଗ6ଞ୍ଜଇ କାରବାର ବୃଦ୍ଧି ପାଉଥିବା ଯୋଗୁଁ ଚୋରା ଗଞ୍ଜେଇ ଚାଷ ନଷ୍ଟ କରିବା ଲାଗି ଏବେ ଅଣ୍ଟାଭିଡ଼ିଛି ପୋଲିସ ଓ ଅବକାରୀ ବିଭାଗ।
ରବିବାର କନ୍ଧମାଳ ଜିଲ୍ଲା ଗୋଛାପଡ଼ା ପୋଲିସ ଓ ଅବକାରୀ ବିଭାଗର କର୍ମଚାରୀ ମାନେ ମିଶି ପଲାବୁରୁଡ଼ି ପଞ୍ଚାୟତର ରାଣିମିଳିକା ଅଟାଶ୍ରାମ୍ବୁ, ଓ ବାଲିପଦର ଗ୍ରାମର ନାଳ ନିକଟରେ ବେଆଇନ ଭାବେ ଲଗାଯାଇଥିବା ୧୩୩ ଏକର ଗଞ୍ଜେଇ ଗଛ ନଷ୍ଟ କରିଥିବା ଏସିଡି ପିଓ ମହେନ୍ଦ୍ରନାଥ ମୁର୍ମୁ କହିଛନ୍ତି । ଏ ସବୁ ନଷ୍ଟ ହୋଇଥିବା ଗଞ୍ଜେଇ ଗଛମୂଲ୍ୟ ୧୩କୋଟି ଟଙ୍କା ହେବ ବୋଲି ଏସଡିପିଓ ମୁର୍ମୁ କହିଛନ୍ତି ।
ଏଥିରେ ଗୋଛାପଡ଼ା ଥାନା ଅଧିକାରୀ ରଣଜିତ କୁମାର ମୁନୀ ,ସଦର ଏସଡ଼ିପିଓ ମହେନ୍ଦ୍ରନାଥ ମୁର୍ମୁ, ମାଜିଷ୍ରେଟଦାୟୀତ୍ଵରେ ଥିବା ଅତିରିକ୍ତ ତହସିଲଦାର ତପନ ମଲିକଙ୍କ ସମେତ ବହୁ ପୋଲି ସ ଓ ଅବକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।
ଆଗକୁ ମଧ୍ୟ ଏହି କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ଏସଡିପିଓ ମୁର୍ମୁ କହିଛନ୍ତି ।

Leave a comment

Your email address will not be published. Required fields are marked *