କନ୍ଧମାଳ ରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୭ ଆହତ

Udaya_Labanya | November 1, 2021 | 125 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜ଼ିଲ୍ଲା କ ନୂଆଗାଁ ଠାରେଏକ ଅଟୋ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବା ଫଳରେ ଏଥିରେ ବସିଥିବା ୭ ଜଣ ଗୁରୁତର ଆହାତ ହୋଇଛନ୍ତି lସେମାନଙ୍କ ମଧ୍ୟରୁ ଜଣେ ଗୁରୁତରହୋଇପଡିଛନ୍ତି ।ସେମାନେ କୁଡୁତୁଲିରୁ କଞ୍ଜାମେଣ୍ଡି ଆସୁଥିବା ବେଳେ ଘଟିଛି ଦୁର୍ଘଟଣା ।ଆହତ ସମସ୍ତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ପ୍ରଥମେ କ.ନୂଆଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ
ସମସ୍ତ ଗୁରୁତର ଙ୍କୁ ଫୁଲବାଣୀ ସଦର ମହକୁମା ଡାକ୍ତର ଖାନା ସ୍ଥାନା ନ୍ତରକରାଯାଇଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 7 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories