#Vastu & Astrology

ଆଜିର ରାଶିଫଳ


ଅଦ୍ୟ ନଭେମ୍ବର ମାସ ୦୧ ତାରିଖ ୨୦୨୧ ମସିହା(ସୋମବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
କାର୍ତ୍ତିକ- କୃଷ୍ଣପକ୍ଷ
ତିଥି- ଏକାଦଶୀ ଦିବା ଘ ୦୧/୩୬ ପର୍ଯ୍ୟନ୍ତ ତଦନ୍ତେ ଦ୍ଵାଦଶୀ
ନକ୍ଷତ୍ର- ପୂର୍ବା ଫା ଦିବା ଘ୦୧/୪୩ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରା ଫା
ଚନ୍ଦ୍ର- ସିଂହ ଦିବା ଘ୦୭/୩୦ ପର୍ଯ୍ୟନ୍ତ ତଦନ୍ତେ କନ୍ୟା
ଯୋଗ- ଇନ୍ଦ୍ର
କରଣ – ବାଳବ
ସୌରମାସ- ତୁଳା ୧୬ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୫୨/୫୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୦/୨୧
*✧═════•❁❀
*ଯୋଗିନୀ ଅଗ୍ନିକୋଣେ ଦିବା ଘ ୦୧/୩୬ ପର୍ଯ୍ୟନ୍ତ ତଦନ୍ତେ ନୈରୁତେ*
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ଏକାଦଶୀ ର ଏକୋଦିଷ୍ଟ ଓ ଦ୍ଵାଦଶୀ ର ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ – ଦିବା ଘ ୦୭/୧୫ ଗତେ ଘ୦୮/୪୩ ମଧ୍ୟେ
ବାରବେଳ।- ଦିବା ଘ ୦୨/୨୦ ଗତେ ଘ୦୩/୪୫ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୧୪ ମଧ୍ୟେ ଓ ଘ୦୯/୦୪ ଗତେ ଘ୧୧/୨୯ ମଧ୍ୟେ ଓ ରାତ୍ରି ଘ ୦୭/୪୫ ଗତେ ଘ୧୦/୫୫ ମଧ୍ୟେ*
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ଶିମ୍ବ ଶାଗ ଦିବା ଘ ୦୧/୩୬ ଗତେ ପୋଇ ଭକ୍ଷଣ ନିଷେଧ
🌹ମେଷ🌹👉: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।
✧═════•❁❀❁•═════✧
🌹ବୃଷ🌹👉: ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।
✧═════•❁❀❁•═════✧
🌹ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।
✧═════•❁❀❁•═════✧
🌹କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
🌹ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।
✧═════•❁❀❁•═════✧
🌹କନ୍ୟା🌹👉: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।
✧═════•❁❀❁•═════✧
🌹ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
✧═════•❁❀❁•═════✧
🌹ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
✧═════•❁❀❁•═════✧
🌹ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
✧═════•❁❀❁•═════✧
🌹ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।
✧═════•❁❀❁•═════✧
🌹କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
✧═════•❁❀❁•═════✧
🌹ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।
✧═════•❁❀❁•═════✧

Leave a comment

Your email address will not be published. Required fields are marked *