ବିଶ୍ଵକର୍ମା ନିର୍ମାଣ ସଂଘର ବୈଠକ ଅନୁଷ୍ଠିତ

Udaya_Labanya | November 3, 2021 | 17 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବାରଖମା ଠାରେ ନିର୍ମାଣ ସଂଘର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ଯୋଗ ଦେଇ ଥିଲେ। ବୈଠକରେ ବିଭିନ୍ନ ସମସ୍ୟା, ଅସମ୍ପୂର୍ଣ୍ଣ ଥିବା ଘରକୁ କିପରି ତୁରନ୍ତ ସମ୍ପୂର୍ଣ୍ଣ ହୋଇପାରିବ ଓ ଶ୍ରମିକ ମାନଙ୍କ ପଞ୍ଜିକରଣ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ବିଧାୟକ ଙ୍କ ସମେତ ଶ୍ରମିକ ସଂଘର ସଭାପତି ଭାଗିରଥି ଦଣ୍ଡିଆ, ସମ୍ପାଦକ ଅଜୟ ବିନ୍ଧାଣି, ସୀମାଞ୍ଚଳ ପାତ୍ର ପରାମର୍ଶ ଦାତା, ଉମା ଚରଣ ଦିଗାଲ, ରଜନି କାନ୍ତ ଦିଗାଲ, ସଞ୍ଜୀବ ଦିଗାଲ, ପ୍ରକାଶ ନାୟକ ଙ୍କ ସମେତ ବିଭିନ୍ନ ପଞ୍ଚାୟତର ଶ୍ରମିକ ଯୋଗ ଦେଇଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

କଟକରେ ଗାନ୍ଧୀ ଜୟନ୍ତୀ ଅନୁଷ୍ଠିତ

Udaya_Labanya | October 2, 2022 | 27 views |0

କଟକ (ଉଲାପ୍ର) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ ଶିବସେନାର ପୂର୍ବତନ ଓଡ଼ିଶା ରାଜ୍ୟ ପ୍ରମୁଖ ସ୍ବର୍ଗତ ରାମବିଳାଶ ଶର୍ମା ସେବା ସ୍ମୃତି ସାଂସଦ ତରଫରୁ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ର ଭାଷା ଠାରେ ଏକ ସ୍ମୃତି ସଭାର…

ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 8 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର…

Leave a Reply

Your email address will not be published. Required fields are marked *

Archives

Categories