ଗରୀବ ଉପରେ ମହଙ୍ଗା ମାଡ ଉଭୟ ବିଜେଡି ଓ ବିଜେପିକୁ ମହଙ୍ଗା ପଡିବ

Udaya_Labanya | November 10, 2021 | 17 views |0 | Breaking News

ବରଗଡ଼(ସତ୍ୟ ନାରାୟଣ ପ୍ରଧାନ)
ଆମ୍ ଆଦମୀ ପାର୍ଟି ବରଗଡ଼ ତରଫରୁ ରାଜ୍ୟପାଳଙ୍କୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଦର ଦାମ ଓ ବିଦ୍ୟୁତ ଦର ବୃଦ୍ଧିକୁ ନେଇ ସ୍ମାରକ ପତ୍ର ପ୍ରଦାନ କରାଗଲା l ପେଟ୍ରୋଲ, ଡିଜେଲ, ଗ୍ୟାସ, ବିଦ୍ୟୁତ, ପନିପାରିବା, ଖାଇବା ତେଲ ର ଦାମ ଅହେତୁକ ଭାବେ ବୃଦ୍ଧି ହୋଇ ଥିବାରୁ ଗରିବ, ମଧ୍ଯବିତ୍ତ ସମସ୍ତଙ୍କୁ ଆର୍ଥିକ ବୋଝ ହୋଇଛି ବୋଲି ଜିଲ୍ଳା ଆବାହକ ଭବାନୀ ସାହୁ କହିଛନ୍ତି । ମଙ୍ଗଳବାର ବରଗଡ଼ ଗାନ୍ଧୀ ଛକ ରେ ବହୁ ସଂଖ୍ୟା ରେ ମହିଳା ଓ ପୁରୁଷ ଏହି ଦର ଦାମ ବୃଦ୍ଧି କୁ ଵିରୋଧ କରିଥିଲେ ପରେ ଏକ ରାଲି ରେ ଯାଇ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ପଟେଲ ଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ ।ରାଜ୍ୟ ସମ୍ପାଦକ ଅମିତାଭ ପାତ୍ର, ମହିଳା ନେତ୍ରୀ ମରିୟମ ବାର୍ଳା, ଯଶୋବନ୍ତି ପୋଡ଼, ଗୋଲାପି ସୁନା, ଅସିତ ସାହୁ, ରାଜ୍ୟ ଯୁବ ସମ୍ପାଦକ ପୋଲୁସ୍ତ୍ୟ ସାହା, ଉଜ୍ଜଳ ସେଠ, ସାହାଁରୁଖ, ପ୍ରମୁଖ ଉପସ୍ଥିତ ଥିଲେ ।

Share this
  •  
  •  
  •  
  •  
  •  
  •  
  •  

Related Posts

କଟକରେ ଗାନ୍ଧୀ ଜୟନ୍ତୀ ଅନୁଷ୍ଠିତ

Udaya_Labanya | October 2, 2022 | 30 views |0

କଟକ (ଉଲାପ୍ର) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ ଶିବସେନାର ପୂର୍ବତନ ଓଡ଼ିଶା ରାଜ୍ୟ ପ୍ରମୁଖ ସ୍ବର୍ଗତ ରାମବିଳାଶ ଶର୍ମା ସେବା ସ୍ମୃତି ସାଂସଦ ତରଫରୁ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ର ଭାଷା ଠାରେ ଏକ ସ୍ମୃତି ସଭାର…

ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 8 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର…

Leave a Reply

Your email address will not be published. Required fields are marked *

Archives

Categories