ଢେଙ୍କାନାଳ ରେ ଅଁଳାନବମୀ ପାଳିତ

Udaya_Labanya | November 12, 2021 | 27 views |0 | Breaking News

ଢେଙ୍କାନାଳ,ଢେଙ୍କାନାଳର କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଲରମଜୀଉଙ୍କ ମନ୍ଦିର ପାର୍ଶ୍ଵରେ ଥିବା ରାଧାକୃଷ୍ଣ ଙ୍କ ମନ୍ଦିର ଗୃହରେ ଅନଳା ନବମୀ ଓ ରାଧାପଦ ଦର୍ଶନ ଅନୁଷ୍ଠିତ ହୋଇଯାଇଛି । ପ୍ରାତଃରୁ ରାଧା ଙ୍କୁ ମହାସ୍ନାନ କରାଯାଇ ନୂତନ ବସ୍ତ୍ର ପରିଧାନ, ଶଙ୍ଖା ଲାଗି କରାଯାଇଥିଲା , ଏହାପରେ ମିଠା ଓ ଫଳମୂଳ ଭୋଗ ଲାଗି କରାଯାଇଥିଲା । ମଧ୍ୟର୍ଣ ରେ ଅର୍ଣ୍ଣ ଶୁଙ୍କୁଡ଼ି ଭୋଗ ଲାଗିକରାଯାଇଥିଲା । ପୂଜକ ଭାଗିରଥି ପଣ୍ଡା, ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର ଓ ଜିମଦର ବସନ୍ତ ରଥ ଙ୍କ ତତ୍ୱବାଧାନରେ ଏହି ରାଧାପାଦ ଦର୍ଶନ ଅନୁଷ୍ଠିତ ହୋଇଯାଇଥିଲା ।

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories