ଫିରିଙ୍ଗିଆ ଠାରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ

Udaya_Labanya | November 12, 2021 | 25 views |0 | Breaking News


ଫୁଲବାଣୀ-(ସୁନୀଲପଟନାୟକ)
ମାନ୍ୟବର ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ସତ୍ଵେ କନ୍ଧମାଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଫିରିଙ୍ଗିଆ ଛକଠାରେ ହାତରେ ବ୍ୟାନର ଧରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।ଦୋକାନବଜାର ବନ୍ଦରଖିବାକୁ କର୍ମୀମାନେ କହୁଥିଲେ ।
ରାଜ୍ୟ ସମ୍ପାଦକ କୈଳାଶ ମୁଖି ଙ୍କ ନେତୃତ୍ଵରେ ବନ୍ଦ ଡ଼ାକର । ଅବସରରେ କର୍ମୀମାନେ ଏକ ଯୁଟ ହୋଇନାରାଦେଇଥିଲେ । ମ। କୁ ସମ୍ମାନ ଦେବା ନାମରେ ମମିତା ମେହରଙ୍କ ଭଳି ଅନେକ ମା ଭଉଣୀଙ୍କ ହତ୍ୟାକାରୀ ସରକାରର ଆପାରଗ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କରି ଛ ଘଣ୍ଟିଆ ବନ୍ଦ ଡାକର । ଦେଇଥିଲା କଂଗ୍ରେସ ।
ଏହିରାଲୀଓ ବିକ୍ଷୋଭରେ ଯୁବଛାତ୍ର କଂଗ୍ରେସ ନେତା ଓ କର୍ମୀମାନେ ସାମିଲ ଥିଲେ ।

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories