ଫିରିଙ୍ଗିଆ ଠାରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ

Udaya_Labanya | November 12, 2021 | 32 views |0 | Breaking News


ଫୁଲବାଣୀ-(ସୁନୀଲପଟନାୟକ)
ମାନ୍ୟବର ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ସତ୍ଵେ କନ୍ଧମାଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଫିରିଙ୍ଗିଆ ଛକଠାରେ ହାତରେ ବ୍ୟାନର ଧରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।ଦୋକାନବଜାର ବନ୍ଦରଖିବାକୁ କର୍ମୀମାନେ କହୁଥିଲେ ।
ରାଜ୍ୟ ସମ୍ପାଦକ କୈଳାଶ ମୁଖି ଙ୍କ ନେତୃତ୍ଵରେ ବନ୍ଦ ଡ଼ାକର । ଅବସରରେ କର୍ମୀମାନେ ଏକ ଯୁଟ ହୋଇନାରାଦେଇଥିଲେ । ମ। କୁ ସମ୍ମାନ ଦେବା ନାମରେ ମମିତା ମେହରଙ୍କ ଭଳି ଅନେକ ମା ଭଉଣୀଙ୍କ ହତ୍ୟାକାରୀ ସରକାରର ଆପାରଗ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କରି ଛ ଘଣ୍ଟିଆ ବନ୍ଦ ଡାକର । ଦେଇଥିଲା କଂଗ୍ରେସ ।
ଏହିରାଲୀଓ ବିକ୍ଷୋଭରେ ଯୁବଛାତ୍ର କଂଗ୍ରେସ ନେତା ଓ କର୍ମୀମାନେ ସାମିଲ ଥିଲେ ।

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories