ମହାବୀର ବିଧାୟକ ଫୁଟ ବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

Udaya_Labanya | November 16, 2021 | 14 views |0 | Breaking News


ଫୁଲ ବାଣୀ-(ସୁନୀଲପଟନାୟକ)
କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଳକ ସିପାଞ୍ଜିରଠାରେ ଅନୁଷ୍ଠିତ ମହାବିର ବିଧ।ୟକ ଫୁଟବଲ ଟୁର୍ଣ୍ଣ । ମେଣ୍ଟ ର ଉଦଘାଟନି ଉତ୍ସବରେ ବାଲିଗୁଡ଼ା ବିଧାୟକଚକ୍ରମଣୀ କହଁର ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ ଘାଟନ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଏନ.ଏସି ଅଧ୍ୟକ୍ଷ ତଥା ବାଲିଗୁଡ଼ା ନଗର ସାଂସଦ ପ୍ରତିନିଧି ଲୋକନାଥ ପାଢି, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବାମଦେବ ମଲିକ,ବୁଡରୁ କିଆପଞ୍ଚାୟତସରପଞ୍ଚ କାର୍ତ୍ତିକ ମଲିକ ପ୍ରମୁଖ ଯୋଗଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଫୁଟବଲ ଟୁର୍ଣାମେଣ୍ଟରେ ଜିଲ୍ଲାର ବିଭିନ୍ନ ବ୍ଲକଅଞ୍ଚଳର ୧୬ଟି ଦଳ ଅଂଶଗ୍ରହଣ କରିଛନ୍ତି।
ପ୍ରଥମ ଦିନରେଜି ଉଦୟଗିରି ଓଫିରିଙ୍ଗିଆ ବ୍ଳକ କାରେ କାମ୍ବା ମଧ୍ୟରେ ଅନୁଷ୍ଠିତ ହୋଇ ଥିଲା।

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories