ସଂସ୍କୃତି ସଚିବ ହେଲେ ରଞ୍ଜନ କୁମାର ଦାସ

Udaya_Labanya | November 18, 2021 | 23 views |0 | Breaking News

ଢେଙ୍କାନାଳ(ଉଲାପ୍ର)ରାଜ୍ୟ ସରକାରଙ୍କର ସଂସ୍କୃତି ବିଭାଗର ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ଢେଙ୍କାନାଳ ଜିଲ୍ଲା ତଥା କାମାକ୍ଷାନଗର ର ବାଇସିଙ୍ଗା ଗ୍ରାମର ଗର୍ବ ଗୌରବ ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସ।

ରାଜ୍ୟ ସରକାର ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସଙ୍କୁ ଗୁରୁତ୍ୱପୂର୍ଣ୍ଣ ସଂସ୍କୃତି ବିଭାଗର ସଚିବ ଭାବେ ଚୟନ କରିଥିବାରୁ ସରକାରଙ୍କୁ ବହୁତ ବହୁତ ଧନ୍ୟବାଦ ଅର୍ପଣ କରିଛନ୍ତି ବାଇସିଙ୍ଗା ଗ୍ରାମବାସୀ।

Share this

Related Posts

ନୂଆପାଟଣା ବୌଦ୍ଧ ସଂଘ ଦ୍ୱାରା ଶାନ୍ତିପୂର୍ଣ କ୍ୟାଣ୍ଡେଲ…

Udaya_Labanya | June 10, 2023 | 17 views |0

l ନୂଆପାଟଣା ( ଉଲ୍ଲାପ୍ର )ଶୁକ୍ରବାର ସନ୍ଧ୍ୟା ୭ ଘଟିକା ୩୦ ମିନିଟ ସମୟରେ ଐତିହାସିକ ବୋଧିବୃକ୍ଷ ବୋଧିଦ୍ରୁମ ବୁଦ୍ଧ ବିହାର ଠାରେ ନୂଆପାଟଣା ବୋୖଦ୍ଧ ସଂଘ ତରଫରୁ ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀଙ୍କ ସ୍ମୃତିଚାରଣ ଓ…

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views | 0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

Leave a Reply

Your email address will not be published. Required fields are marked *

Archives

Categories