ସଂସ୍କୃତି ସଚିବ ହେଲେ ରଞ୍ଜନ କୁମାର ଦାସ

Udaya_Labanya | November 18, 2021 | 13 views |0 | Breaking News

ଢେଙ୍କାନାଳ(ଉଲାପ୍ର)ରାଜ୍ୟ ସରକାରଙ୍କର ସଂସ୍କୃତି ବିଭାଗର ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ଢେଙ୍କାନାଳ ଜିଲ୍ଲା ତଥା କାମାକ୍ଷାନଗର ର ବାଇସିଙ୍ଗା ଗ୍ରାମର ଗର୍ବ ଗୌରବ ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସ।

ରାଜ୍ୟ ସରକାର ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସଙ୍କୁ ଗୁରୁତ୍ୱପୂର୍ଣ୍ଣ ସଂସ୍କୃତି ବିଭାଗର ସଚିବ ଭାବେ ଚୟନ କରିଥିବାରୁ ସରକାରଙ୍କୁ ବହୁତ ବହୁତ ଧନ୍ୟବାଦ ଅର୍ପଣ କରିଛନ୍ତି ବାଇସିଙ୍ଗା ଗ୍ରାମବାସୀ।

Share this
  •  
  •  
  •  
  •  
  •  
  •  
  •  

Related Posts

କଟକରେ ଗାନ୍ଧୀ ଜୟନ୍ତୀ ଅନୁଷ୍ଠିତ

Udaya_Labanya | October 2, 2022 | 19 views |0

କଟକ (ଉଲାପ୍ର) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ ଶିବସେନାର ପୂର୍ବତନ ଓଡ଼ିଶା ରାଜ୍ୟ ପ୍ରମୁଖ ସ୍ବର୍ଗତ ରାମବିଳାଶ ଶର୍ମା ସେବା ସ୍ମୃତି ସାଂସଦ ତରଫରୁ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ର ଭାଷା ଠାରେ ଏକ ସ୍ମୃତି ସଭାର…

ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 8 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର…

Leave a Reply

Your email address will not be published. Required fields are marked *

Archives

Categories