ତିଗିରିଆ ପ୍ରସନ୍ନ ପୁରୁଷୋତ୍ତମ ଦେବ ମହାବିଦ୍ୟାଳୟ ରେ କର୍ମଚାରୀ ଙ୍କ ସମୂହ ଧାରଣା

Udaya_Labanya | November 22, 2021 | 26 views |0 | Breaking News

ତିଗିରିଆ(ଉଲାପ୍ର)ତିଗିରିଆ ପ୍ରସନ୍ନ ପୁରୁଷୋତ୍ତମ ଦେବ ମହାବିଦ୍ୟାଳୟ ରେ EPF ନିୟମି କରଣ ଦାବିରେ କର୍ମଚାରୀ ମାନଙ୍କର ମହାବିଦ୍ୟାଳୟ ଆଗରେ ସମୂହ ଧାରଣା ଦେଇଛନ୍ତି,ଗତକିଛି ବର୍ଷ ହେଲା ମହାବିଦ୍ୟାଳୟ ରେ EPF ରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି।କର୍ମଚାରୀ ମାନଙ୍କର EPF ନିୟମିତ ନହେବା ପର୍ଯ୍ୟନ୍ତ କର୍ମଚାରି ମାନେ ଧାରଣା ରେ ବସିବେ ବୋଲି ଚେତାବନୀ ଦେଇଛନ୍ତି।

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories