ଗୋପବନ୍ଧୁ ମହିଳା ଡିଗ୍ରୀ ମହାବିଦ୍ୟାଳୟ ରେ କୋଭିଡ ସଚେତନତା ଶିବିର ଅନୁଷ୍ଠିତ

Udaya_Labanya | November 24, 2021 | 48 views |0 | Breaking News


ଆଠଗଡ(ଉଲାପ୍ର)ଆଠଗଡ ଗୋପବନ୍ଧୁ ମହିଳା ଡିଗ୍ରୀ ମହାବିଦ୍ୟାଳୟ ରେ କୋଭିଡ୧୯ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି, ଶିକ୍ଷାବିଭାଗର

ଅଧ୍ୟାପିକା ଟ୍ଵିଙ୍କଲ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।yrc ସ୍ବେଛାସେବୀ ମାନଙ୍କ ଦ୍ୱାରା ଏକ ନାଟକ ଅନୁଷ୍ଠିତ ହୋଇଥିଲା।ଅଧକ୍ଷା ସଂଗୀତା ମହାପାତ୍ର ଏହି କାର୍ଯ୍ୟକ୍ରମ ରେ ସଭାପତିତ୍ୱ କରିଥିବା ବେଳେ ପ୍ରସୂତି ବିଭାଗର ବିଶେଷଜ୍ଞ ଚିନ୍ମୟ ପଣ୍ଡା ଯୋଗଦେଇ ଡେ଼ଲ୍ଟା ଟ୍ରେଣ୍ଡ ସମ୍ପର୍କରେ ଛାତ୍ରୀମାନଙ୍କୁ ସଚେତନତା କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଇତିହାସ ବିଭାଗର ଅଧ୍ୟାପିକା ସୂର୍ଯ୍ୟକାନ୍ତି ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

କଟକରେ ଗାନ୍ଧୀ ଜୟନ୍ତୀ ଅନୁଷ୍ଠିତ

Udaya_Labanya | October 2, 2022 | 23 views |0

କଟକ (ଉଲାପ୍ର) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ ଶିବସେନାର ପୂର୍ବତନ ଓଡ଼ିଶା ରାଜ୍ୟ ପ୍ରମୁଖ ସ୍ବର୍ଗତ ରାମବିଳାଶ ଶର୍ମା ସେବା ସ୍ମୃତି ସାଂସଦ ତରଫରୁ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ର ଭାଷା ଠାରେ ଏକ ସ୍ମୃତି ସଭାର…

ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 8 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର…

Leave a Reply

Your email address will not be published. Required fields are marked *

Archives

Categories