#Breaking News

୧୩୭ ଏକର ଗ6ଜଂଇ ଚାଷ ନଷ୍ଟ କଲା ସଦର ପୋଲିସ, ଓ ଅବକାରୀ ବିଭାଗ


ଫୁଲବାଣୀ-(ସୁନୀଲ ପଟ୍ଟନାୟକ)
କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ଚୋରା ଗ6ଞ୍ଜଇ କାରବାର ବୃଦ୍ଧି ପାଉଥିବା ଯୋଗୁଁ ଚୋରା ଗଞ୍ଜେଇ ଚାଷ ନଷ୍ଟ କରିବା ଲାଗି ଏବେ ଅଣ୍ଟାଭିଡ଼ିଛି ପୋଲିସ ଓ ଅବକାରୀ ବିଭାଗ। ବୁଧବାର ଦିନ ତମାମ କନ୍ଧମାଳ ଜିଲ୍ଲା ସଦର ପୋଲିସ ଓ ଅବକାରୀ ବିଭାଗର କର୍ମଚାରୀ ମାନେ ମିଶି ସୁଡ଼ରେ ଜୁ ପଞ୍ଚାୟତର ଗୁଦବା ରୀ,ଶ୍ରାମବିପଡା,ଜା ର୍ଗି ସରୁ ଆଦି ଗ୍ରାମର ନାଳ ନିକଟରେ ବେଆଇନ ଭାବେ ଲଗାଯାଇଥିବା
୧୩୭ ଏକର ଗଞ୍ଜେଇ ଗଛ ନଷ୍ଟ କରିଥିବା ଏସିଡି ପିଓ ମହେନ୍ଦ୍ରନାଥ ମୁର୍ମୁ କହିଛନ୍ତି । ଏ ସବୁ ନଷ୍ଟ ହୋଇଥିବା ଗଞ୍ଜେଇ ଗଛମୂଲ୍ୟ ଚଉଦ କୋଟି ଟଙ୍କା ହେବ ବୋଲି ଏସଡିପିଓ ମୁର୍ମୁ କହିଛନ୍ତି ।
ଏଥିରେ ସଦର ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା , ,ସଦର ଏସଡ଼ିପିଓ ମହେନ୍ଦ୍ରନାଥ ମୁର୍ମୁ, ମାଜିଷ୍ରେଟଦାୟୀତ୍ଵରେ ଥିବା ତହସିଲଦାର ସମେତ ବହୁ ପୋଲି ସ ଓ ଅବକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।
ଏନେଇ ପୋଲିସ ୧୫ ୧ / ୨୧ଧାରା ୨୦ (ଏ )ଓଏନଡିପିଏସ ରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଥିବା କହିଛନ୍ତି ସଦର ଥାନା ଅଧିକରୀ ।
ଆଗକୁ ମଧ୍ୟ ଏହି କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ଏସଡିପିଓ ମହେନ୍ଦ୍ର ନାଥ ମୁର୍ମୁ କହିଛନ୍ତି ।
ପୋଲିସ ଓ ଅବକାରୀ ବିଭାଗ ର ବ୍ୟାପକ ଚଢ଼ାଉ ସତ୍ୱେ ଗଂଜେଇ ଚାଷ ଓ ଚୋରା କାରବାର ରୋକିବାର ନାଁ ଧରୁନି ଫଳରେ ଏହା ପ୍ରଶାସନ ର ମୁଣ୍ଡ ବ୍ୟଥା ର କାରଣ ପାଲଟିଛି l

ଆଜିର ରାଶିଫଳ

Leave a comment

Your email address will not be published. Required fields are marked *