ସଂଭାବ୍ୟ ବାତ୍ୟା ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

Udaya_Labanya | December 2, 2021 | 37 views |0 | Breaking News


ଫୁଲବାଣୀ -(ସୁନୀଲ ପଟନାୟକ )
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ଲଘୁଚାପ ଆସନ୍ତା ୨୪ ଘଣ୍ଟା ତଥା ୩ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଏକ “ବାତ୍ୟା” ରୂପ ନେଇପାରେ। ଯାହାକୁ ନେଇ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦିଆଯାଇଛି। ଏନେଇ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଏକ ଜରୁରୀ କାଳୀନ ବୈଠକ ଭରଚୁଆଲମାଧ୍ୟମରେ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁ ଓ ଆପାତ କାଳୀନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ସହିତ ଜିଲା ଓ ବ୍ଲକ ସ୍ତରର ସମସ୍ତ ଅଧିକାରୀ ଉପସ୍ଥିତ ରହିଥିଲେ। ଜରୁରୀ କାଳୀନ ପରିସ୍ଥିତିପାଇ ସମସ୍ତେ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି। ଜରୁରୀ ପରିସ୍ଥିତିରେ ଲୋକଙ୍କୁ ସ୍ଥାନାନ୍ତରିତ, ରାସ୍ତା ଅବରୋଧ ଥିଲେ ତୁରନ୍ତ ସଫା କରବା,ଲୋକଙ୍କୁ ଜରୁରିକାଳୀନ ସେବା କିପରି ଯୋଗାଇଦିଆଯିବ ସେ ନେଇ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ନିର୍ଦେଶ ଦିଆଯାଇଛି।
ବାତ୍ୟା ମୁକାବିଲା ଲାଗି ପ୍ରଶାସନ ପ୍ରସ୍ତୁତ ଥିବା କୁହାଯାଇଛି l

Share this

Related Posts

କାମାକ୍ଷାନଗର ଅବକାରୀ ବିଭାଗର ସଫଳତା ।ବିଭିନ୍ନ ଜାଗା…

Udaya_Labanya | September 28, 2023 | 12 views |0

କାମାକ୍ଷାନଗର ( ଉଲ୍ଲାପ୍ର )କାମାକ୍ଷାନଗର ଅବକାରୀ ବିଭାଗ ପକ୍ଷରୁ କଙ୍କଡ଼ାହାଡ଼ ବିରାସାଳ ଅଞ୍ଚଳ , କାମାକ୍ଷାନଗର ଅଞ୍ଚଳ ଓ ତୁମୁସୀଙ୍ଗା ଅଞ୍ଚଳ ଚଢ଼ାଉ କରାଯାଇ ଅଠର ଟି ମକଦ୍ଦମା ରୁଜୁ ହୋଇ ଥିବା ବେଳେ ସତର ଜଣଙ୍କୁ ଗିରଫ କରିବା ସହ,୫ଶହ…

ଫୁଲବାଣୀ ରେ ବର୍ଦ୍ଧିତ ହୋଲ୍ଡିଙ୍ଗ ଟ୍ୟାକ୍ସ ସମ୍ପର୍କରେ…

Udaya_Labanya | September 28, 2023 | 10 views | 0

ଫୁଲବାଣୀ (ସୁନୀଲ ପଟନାୟକ)ଫୁଲବାଣୀ ସହର ରେ ବର୍ତ୍ତମାନ୍ହୋଲଡିଂ ଟ୍ୟାକ୍ସ ବୃଦ୍ଧି କରାଯାଇଥିବାରୁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି lଏହାକୁ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ପୂର୍ବରୁ ବିରୋଧ କରାଯାଇ ଆସୁଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରିବା…

Leave a Reply

Your email address will not be published. Required fields are marked *

Archives

Categories