#Breaking News

ଜିଲ୍ଲା ସ୍ତରୀୟ ମୃତ୍ତିକା ଦିବସ ପାଳିତ


ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ)
ଜିଲ୍ଲା କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଳା ସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସନ୍ତୋଷ ମହାରଣା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ କୃଷି ବିଜ୍ଞାନ କେନ୍ଦ୍ର ର ମୁଖ୍ୟ ନୃସିଂହ ଚରଣ ବାରିକ, ମୃତ୍ତିକା ରସାୟନ ପରୀକ୍ଷାଗାର ଉପ ନିର୍ଦ୍ଦେଶକ ରବି ନାରାୟଣ ସେନାପତି, ବରଗଡ଼ ଜିଲ୍ଲା କୃଷି ଅଧିକାରୀ ଅଶୋକ କୁମାର ଅମାତ, ଉଦ୍ୟାନ ବିଭାଗ ସହକାରୀ ନିର୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ଆଲୋଚକ ଭାବେ ଯୋଗ ଦେଇଥିଲେ। ଏଥିରେ ଜିଲ୍ଲା ର ବିଭିନ୍ନ ଅଞ୍ଚଳ ର ଚାଷୀ ମାନେ ଯୋଗ ଦେଇଥିଲେ।

Leave a comment

Your email address will not be published. Required fields are marked *