#Breaking News

ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର


ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ)
ଓଡ଼ିଶା ମୋ ପରିବାର ପକ୍ଷରୁ ଆଜି ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରାଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଶିବିରକୁ ଓଡ଼ିଶା ମୋ ପରିବାର ର ସଂଯୋଜକ ଗୈାର ମିଶ୍ର ଉଦଘାଟନ କରିଥିଲେ। ଏଥିରେ ବହୁ ଯୁବ ରକ୍ତ ଦାତା ରକ୍ତଦାନ କରିଥିଲେ। ଶିବିର ରୁ ୮୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।

Leave a comment

Your email address will not be published. Required fields are marked *