ଭରସାମ୍ୟ ହରାଇ ଇଟା ଭୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ

Udaya_Labanya | December 18, 2021 | 22 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡ଼ି ବ୍ଲକ ତରବାଡ଼ି ଗ୍ରାମ ନିକଟ ଏକ ଶଙ୍ଖ ବୁଲାଣିରେ ଭରସାମ୍ୟ ହରାଇ ଇଟା ଭୋଝେଇ ଟ୍ରାକ୍ଟର ଓଲଟି ଘଟଣା ସ୍ଥଳରେ ଜଣେ ଶ୍ରମିକ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ତରବାଡ଼ି ଗ୍ରାମର ପଡ଼ା ଗ୍ରାମ ଗାନ୍ଧାବାଡ଼ିର ଅକ୍ଷୟ ପ୍ରଧାନଙ୍କ ପୁଅ ବିରେନ୍ଦ୍ର ପ୍ରଧାନ(୧୭) ଅଟନ୍ତି । ଖବର ପାଇ ଦାରିଙ୍ଗବାଡ଼ି ଥାନା ଅଧିକାରୀ କୌଶିକ ମାଝୀଙ୍କ ସହ ଅନ୍ୟ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି କେଶ ନଂ-୨୧୫/୨୧ରେ ଏକ ମକଦ୍ଦମା ରୁଜୁକରି ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି ।

Share this

Related Posts

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର…

Udaya_Labanya | March 25, 2023 | 12 views |0

ଫୁଲବାଣୀ (ସୁନୀଲ ପଟନାୟକ )ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର ସଭାପତି ହେଲେ କନ୍ଧମାଳ ର ଯୁବ ସମାଜସେବୀ ଦେବାଶିଷ ସାହାଣୀ lଦେବାଶିଷ ଙ୍କୁ ରାଜ୍ୟ ଶାଖା ତରଫରୁ ମନନୀତ କରାଯାଇଛି lଶନିବାର ଅନୁଷ୍ଠିତ ସଭାରେ ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ…

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 140 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

Leave a Reply

Your email address will not be published. Required fields are marked *

Archives

Categories