ହନୁମାନ ମନ୍ଦିର ପ୍ରାଙ୍ଗଣରେ ଗୀତା ଜୟନ୍ତୀ

Udaya_Labanya | December 18, 2021 | 21 views |0 | Breaking News



ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ)
ଆଜି ବରଗଡ଼ ଆରଟିଓ ଅଫିସ୍ ନିକଟସ୍ଥ ହନୁମାନ ମନ୍ଦିର ପ୍ରାଙ୍ଗଣରେ ରେ ବଜରଙ୍ଗ ଦଳ ଓ ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଗୀତା ଜୟନ୍ତୀ (ସୌର୍ୟ ଦିବସ) ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ କୁ ଜିଲ୍ଲା ସଂଯୋଜକ ରାଜେଶ ବନ୍ଛୋର ସଂଯୋଜନା କରିଥିଲାବେଳେ ମୁଖ୍ଯ ଅତିଥି ଭାବେ ଭବିଶ୍ବ ହିନ୍ଦୁ ପରିଷଦର ଜିଲ୍ଲା ସଭାପତି ନିଧୁବନ ବିହାରୀ ପଣ୍ଡା, ସମ୍ମାନନୀୟ ଅତିଥି ଭାବେ ବଜରଙ୍ଗ ଦଳ ପ୍ରାନ୍ତିୟ ସହ ସଂଯୋଜକ କିଶୋର ବିଭାର, ପ୍ରାନ୍ତିୟ ସୁରକ୍ଷା ପ୍ରମୁଖ ଅଶ୍ବିନୀ ମେହେର ଯୋଗ ଦେଇଥିଲେ। ଶେଷରେ ଭିଏଚପିର ଜିଲ୍ଲା ସମ୍ପାଦକ ଭୂବନେଶ୍ୱର ସାହୁ ଧନ୍ଯବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲା ସଂଗଠନର ଶତାଧିକ କାର୍ଯ୍ୟକର୍ତ୍ତା ସାମିଲ ହେବା ସହ ଧର୍ମ, ସଂସ୍କୃତି ତଥା ରାଷ୍ଟ୍ର ର ରକ୍ଷା ହେତୁ ଆଗାମୀ ଦିନରେ ବହୁ ସଂଖ୍ୟାରେ ହିନ୍ଦୁ ଯୁବକ ମାନେ କିପରି ସଂଗଠନ ରେ ଯୋଡ଼ି ହୋଇ ପାରିବେ ତାହା ସଂକଳ୍ପ ନେଇଥିଲେ।

Share this

Related Posts

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର…

Udaya_Labanya | March 25, 2023 | 12 views |0

ଫୁଲବାଣୀ (ସୁନୀଲ ପଟନାୟକ )ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର ସଭାପତି ହେଲେ କନ୍ଧମାଳ ର ଯୁବ ସମାଜସେବୀ ଦେବାଶିଷ ସାହାଣୀ lଦେବାଶିଷ ଙ୍କୁ ରାଜ୍ୟ ଶାଖା ତରଫରୁ ମନନୀତ କରାଯାଇଛି lଶନିବାର ଅନୁଷ୍ଠିତ ସଭାରେ ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ…

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 140 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

Leave a Reply

Your email address will not be published. Required fields are marked *

Archives

Categories