#Vastu & Astrology

ଆଜିର ରାଶିଫଳ


ଅଦ୍ୟ ଜାନୁଆରୀ ମାସ ୧୫ ତାରିଖ ୨୦୨୨ ମସିହା(ଶନିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ପୌଷ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ରାତ୍ରି ଘ ୧୨/୪୯ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ମୃଗଶିରା ରାତ୍ରି ଘ ୧୧/୫୪ ପର୍ଯ୍ୟନ୍ତ ତଦନ୍ତେ ଆର୍ଦ୍ରା
ଚନ୍ଦ୍ର- ବୃଷ ଦିବା ଘ ୧୦/୨୨ ପର୍ଯ୍ୟନ୍ତ ତଦନ୍ତେ ମିଥୁନ
ଯୋଗ- ବ୍ରହ୍ମ
କରଣ – କୌଳବ
ସୌରମାସ- ମକର ୦୨ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୯/୧୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୪/୨୮
*✧═════•❁❀
*ଯୋଗିନୀ ଦକ୍ଷିଣେ ରାତ୍ରି ଘ ୧୨/୪୮ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ*
ବିଛା ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। -ଦିବା ଘ ୦୭/୫୧ ମଧ୍ୟେ ଓ ଘ ୦୪/୦୦ ଗତେ ଘ୦୫/୨୩ ମଧ୍ୟେ
ବାରବେଳ। – ଦିବା ଘ ୦୧/୧୭ ଗତେ ଘ୦୨/୪୦ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୧୦/୨୮ ଗତେ ଘ୦୧/୧୬ ମଧ୍ୟେ ଓ ରାତ୍ରି ଘ ୦୭/୪୯ ଗତେ ଘ୧୦/୧୩ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ବାଇଗଣ ରାତ୍ରି ଘ ୧୨/୪୮ ଗତେ ବିରି ଭକ୍ଷଣ ନିଷେଧ
═✧══•❁❀❁•═════✧
🌷ମେଷ🌷👉: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
✧═════•❁❀❁•═════✧
🌷ବୃଷ🌷👉 : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
✧═════•❁❀❁•═════✧
🌷ମିଥୁନ🌷👉 : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।
✧═════•❁❀❁•═════✧
🌷କର୍କଟ🌷👉 : ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।
✧═════•❁❀❁•═════✧
🌷ସିଂହ🌷👉: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।
✧═════•❁❀❁•═════✧
🌷କନ୍ୟା🌷👉: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

✧═════•❁❀❁•═════✧
🌷ତୁଳା🌷👉: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।
✧═════•❁❀❁•═════✧
🌷ବିଛା🌷👉: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
✧═════•❁❀❁•═════✧
🌷ଧନୁ🌷👉 : ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
✧═════•❁❀❁•═════✧
🌷ମକର🌷👉 : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।
✧═════•❁❀❁•═════✧
🌷କୁମ୍ଭ🌷👉 : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
✧═════•❁❀❁•═════✧
🌷ମୀନ🌷👉 : ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।
✧═════•❁❀❁•═════✧

Leave a comment

Your email address will not be published. Required fields are marked *