ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ

Udaya_Labanya | January 25, 2022 | 20 views |0 | Breaking News


ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ)
ବରପାଲି ଗଙ୍ଗାଧର ମେହେର ସ୍ମୃତି ସଦନ ଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ର ଦିବା°ଗତ ଶତାୟୁ ସ୍ବାଧିନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନ ଙ୍କ ବିୟୋଗରେ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା। ସେହିପରି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା। ପରେ ଉପସ୍ଥିତ ସଭ୍ୟ ମାନେ ସ୍ବ ବକ୍ତବ୍ୟ ପ୍ରଦାନ କରିଥିଲେ। ସଭାରେ ଡାକ୍ତର ସୁବଲ ମାଝୀ ଅଧ୍ୟକ୍ଷତା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମହେନ୍ଦ୍ର କୁମାର ମେହେର, ନିରଞ୍ଜନ ମେହେର,ଡଃ ସୁରେନ୍ଦ୍ର ମେହେର, ବୀରେନ୍ଦ୍ର ନାଗ,ଭୁବନ ଭୋଇ, ସୁରେନ୍ଦ୍ର ପଧାନ, ନେହେରୁ ପଧାନ, ପଦ୍ମଲୋଚନ ସାହୁ,ହର୍ଷ ବେହେରା, ବୃନ୍ଦାବନ ସାହୁ ପ୍ରମୁଖ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

Share this

Related Posts

ଦାବି ପୂରଣ ନେଇ ପାଚିକା ସଂଘ ର୍…

Udaya_Labanya | September 27, 2023 | 3 views |0

ଫୁଲବାଣୀ - (ସୁନୀଲ ପଟ୍ଟନାୟକ)ସରକାର ପାଚିକା ଓ ସହାୟିକା ମାନଙ୍କୁ ବିଭିନ୍ନ୍ ସମୟରେ ଦରମା ବୃଦ୍ଧି କରିବାକୁ ପ୍ରତିଶ୍ରୁତି ଦେଇ ପରବର୍ତ୍ତୀ ସମୟରେ ପ୍ରତାରଣା କରୁଥିବା ରୁ ପାଚିକା ସଂଘ ପକ୍ଷ୍ୟରୁ ଫୁଲବାଣୀ ଠାରେ ବିଭିନ୍ନ୍ ଦାବି ପୂରଣ ନେଇ ରାଲି…

କନକ କୁମାର ମାଝୀ ନୂତନ ଟାଉନ୍ ଥାନା…

Udaya_Labanya | September 27, 2023 | 8 views | 0

ଫୁଲବାଣୀ (ସୁନୀଲ ପଟ୍ଟନାୟକ)କନକ କୁମାର ମାଝୀ ଫୁଲବାଣୀ ଟାଉନ୍ ଥାନା ର୍ ନୂତନ ଥାନା ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି l ଫଳରେ ବିଭିନ୍ନ୍ ସଂଗଠନ ପକ୍ଷରୁ ନୂତନ ଥାନା ଅଧିକାରୀ ମାଝୀ ଙ୍କୁ ସ୍ୱାଗତ୍ ସମ୍ବର୍ଦ୍ଧନା ଦିଆଯାଇଥିଲା lଗୃହ…

Leave a Reply

Your email address will not be published. Required fields are marked *

Archives

Categories