ପ୍ରମୋଦ ଭଗତ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ

Udaya_Labanya | January 26, 2022 | 25 views |0 | Breaking News


ବରଗଡ(ଉଲାପ୍ର)ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ । ପ୍ରଥମ ପାରା ବ୍ୟାଡମିଣ୍ଟନ ଖେଳାଳି ଭାବେ ପ୍ରମୋଦ ଭଗତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବେ । ଗତବର୍ଷ ପ୍ରଥମ ଭାରତୀୟ ଭାବେ ପାରା ଅଲମ୍ପିକ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ଜିତି ଚର୍ଚ୍ଚାକୁ ଆସିଥିଲେ ପ୍ରମୋଦ ଭଗତ । ୨୦୨୧ ଅକ୍ଟୋବରରେ ପ୍ରମୋଦଙ୍କୁ ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ମିଳିଥିଲା । ଏବେ ପ୍ରଥମ ପାରା ବ୍ୟାଡମିଣ୍ଟନ ଆଥଲେଟ୍ ଭାବେ ସେ ପଦ୍ମଶ୍ରୀ ସମ୍ମାନ ପାଇବେ ।

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories