#Breaking News #Uncategorized

ଭାଜପା ର ନିର୍ବାଚନୀ ପ୍ରସ୍ତୁତି ବୈଠକ


ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ)
ଭାରତୀୟ ଜନତା ପାର୍ଟିର ଜିଲ୍ଲା କାର୍ଯ୍ୟାଳୟରେ ଆଜି ସମସ୍ତ ମଣ୍ଡଳ ସଭାପତି ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିବା ସଭ୍ୟ ସଭ୍ୟା ଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ ଙ୍କ ପୈାରହିତ୍ୟ ରେ ଅନୁଷ୍ଠିତ ସଭାରେ ବରଗଡ଼ ସାଂସଦ ସୁରେଶ ପୂଜାରୀ ଯୋଗଦେଇ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ଦଳର ରଣ କୌଶଳ ଉପରେ ପରାମର୍ଶ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଦଳର ବରିଷ୍ଠ ସଭ୍ୟ ସୁରେଶ୍ଵର ଶତପଥୀ, ରବିନାରାୟଣ ଦାଶ,
ସୈ।ରୀ ବାରିକ,କୁଶ କଲେତ ଉପସ୍ଥିତ ଥିଲେ। ବୈଠକରେ ଅତାବିରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭେଡେନ ବ୍ଲକ ର ବହୁ ସମାଜସେବୀ ଦଳରେ ଯୋଗଦାନ କରିଥିଲେ।

Leave a comment

Your email address will not be published. Required fields are marked *