#Breaking News

ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନ ଙ୍କ ଶ୍ରଦ୍ଧାଞ୍ଜଳି ସଭା


ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ)
ବରଗଡ଼ ଜିଲ୍ଲା ର ଶତାୟୁ ସ୍ବାଧିନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନ ଙ୍କ ଶ୍ରଦ୍ଧାଞ୍ଜଳି ସଭା ଆଜି ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଅଛି। ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ପକ୍ଷରୁ ଆୟୋଜିତ ସଭାରେ ବକ୍ତା ଭାବେ କବି ଲେଖକ ମନୋରଞ୍ଜନ ସାହୁ (ମନମାଷ୍ଟ୍ରେ), ଡଃ ସୁଜିତ୍ କୁମାର ପୃଷେଠ, ଶିକ୍ଷାବିତ ଟେକଚାନ୍ଦ ଦୁଆନ ଯୋଗଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ସଭାରେ ସହରର ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

Leave a comment

Your email address will not be published. Required fields are marked *