ଦାଦାଗିରି” ରେ ଏକାଠି ହେଲେ ପ୍ରଥମ ଥର ପାଇଁ ଦୂଇ ସୁପରଷ୍ଟାର

Udaya_Labanya | February 17, 2022 | 28 views |0 | Breaking News

ପ୍ରଥମ ଥର ପାଇଁ ଅଭିନେତା ଅନୁଭବ ଙ୍କ ମେଗା ରିଆଲିଟି ଗେମ୍ ସୋ “ଦାଦାଗିରି” ରେ ଅଭିନେତା ବାବୁଶାନ୍ ଅତିଥି ଭାବେ ଭାଗ ନେବା ସହ ମଉଜ ମସ୍ତି କଲେ।
ଫିଲ୍ମ ବାଳୁଙ୍ଗା ଟୋକା ର ଶୀର୍ଷ ସଙ୍ଗୀତ ରେ ନାଚିଲେ ଓଡ଼ିଶାର ଦୁଇ ସୁପରଷ୍ଟାର ଅନୁଭବ ଓ ବାବୁଶାନ୍।
ଅଭିନେତା ଅନୁଭବ ମହାନ୍ତି ଙ୍କ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଆଇ ଲଭ ୟୁ ର କଳାକାର ନମ୍ରତା ଥାପା, ପିଣ୍ଟୁ ନନ୍ଦ, ପ୍ରଯୋଜକ ଟୁଟୁ ନାୟକ, କଣ୍ଠଶିଳ୍ପୀ ଟି ସୈ।ରୀ , ଜୀ ସାର୍ଥକ ର ଲୋକପ୍ରିୟ ଧାରାବାହିକ ର ଅଭିନେତ୍ରୀ ଲିପ୍ସା ମିଶ୍ର,ଜୀନା ସାମଲ,ଜେସୀ ସାମଲ, ତୃପ୍ତି ମିରାମ୍ବିକା, ପ୍ରମୁଖ ଦାଦାଗିରି ହୃଦୟ ରୁ ରେ ଭାଗ ନେଇ ଦର୍ଶକ ଙ୍କ ମନୋମୋହି ସାରିଛନ୍ତି।
ସୁପରଷ୍ଟାର ବାବୁଶାନ୍ ଙ୍କ ଅଧ୍ୟାୟ ଟି ଆସନ୍ତା ଶନିବାର ୧୯ ଫେବୃଆରୀ ରେ ଦାଦାଗିରିର ପ୍ରସାରଣ ହେବ।
ଏହି ଅଧ୍ୟାୟ ରେ ବାବୁଶାନ୍ ଅନୁଭବ ଙ୍କ ସହ ଗେମ୍ ଖେଳିବା ସହ ନିଜ ଚଳଚ୍ଚିତ୍ର ର ଗୀତ ଓ ନୃତ୍ୟ ମଧ୍ୟ କରିବାର ଦେଖିବାକୁ ମିଳିବ।

Share this

Related Posts

କାମାକ୍ଷାନଗର ଅବକାରୀ ବିଭାଗର ସଫଳତା ।ବିଭିନ୍ନ ଜାଗା…

Udaya_Labanya | September 28, 2023 | 12 views |0

କାମାକ୍ଷାନଗର ( ଉଲ୍ଲାପ୍ର )କାମାକ୍ଷାନଗର ଅବକାରୀ ବିଭାଗ ପକ୍ଷରୁ କଙ୍କଡ଼ାହାଡ଼ ବିରାସାଳ ଅଞ୍ଚଳ , କାମାକ୍ଷାନଗର ଅଞ୍ଚଳ ଓ ତୁମୁସୀଙ୍ଗା ଅଞ୍ଚଳ ଚଢ଼ାଉ କରାଯାଇ ଅଠର ଟି ମକଦ୍ଦମା ରୁଜୁ ହୋଇ ଥିବା ବେଳେ ସତର ଜଣଙ୍କୁ ଗିରଫ କରିବା ସହ,୫ଶହ…

ଫୁଲବାଣୀ ରେ ବର୍ଦ୍ଧିତ ହୋଲ୍ଡିଙ୍ଗ ଟ୍ୟାକ୍ସ ସମ୍ପର୍କରେ…

Udaya_Labanya | September 28, 2023 | 10 views | 0

ଫୁଲବାଣୀ (ସୁନୀଲ ପଟନାୟକ)ଫୁଲବାଣୀ ସହର ରେ ବର୍ତ୍ତମାନ୍ହୋଲଡିଂ ଟ୍ୟାକ୍ସ ବୃଦ୍ଧି କରାଯାଇଥିବାରୁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି lଏହାକୁ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ପୂର୍ବରୁ ବିରୋଧ କରାଯାଇ ଆସୁଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରିବା…

Leave a Reply

Your email address will not be published. Required fields are marked *

Archives

Categories