ଭାରସାମ୍ୟ ହରାଇ ଖାଲ କୁ ଅଟୋ ଓଲଟିଲା : ୮ ଗୁରୁତର

Udaya_Labanya | February 17, 2022 | 29 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଳକ ଦାସିଙ୍ଗବାଡ଼ି ଗ୍ରାମର ୧୨ ଜଣ ଏକ ଅଟୋରେ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି ।ପ୍ରକାଶ ଯେ, କୋଟଗଡ଼ ବ୍ଳକ ଆରଲାଙ୍ଗ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାଲକି ସୀତାଗୁଡ଼ା ଗ୍ରାମକୁ ଏକ ଶୁଦ୍ଧି କାର୍ଯ୍ୟକୁ ଯାଇ ଦାସିଙ୍ଗବାଡ଼ି ଗ୍ରାମକୁ ଫେରୁଥିଲେ । ଦାସିଙ୍ଗବାଡ଼ି ଗ୍ରାମ ନିକଟ ଟେକାବାଡ଼ି ଘାଟିରେ ଭାରସାମ୍ୟ ହରାଇ ଅଟୋ ଓଲଟି ଖାଲକୁ ପଡ଼ି ଯାଇଥିଲା । ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଆହତ ହୋଇଥିବା ସନ୍ୟାସୀ ନାୟକ (୪୭), ଶାନ୍ତ କୁମାର ସିଂ (୨୮), ନିରଞ୍ଜନ ନାୟକ (୨୯), ଯୁବି ନାୟକ (୩୫), ସତ୍ୟବାନ ସିଂ (୫୦), ସୁଧାରାଣି ନାୟକ(୩୬), ମିଥୁନ ସିଂ(୩୧) ଓ ତିନି ବର୍ଷର ଶିଶୁ ଯୁସମନ୍ତ(୩) । ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି l

Share this

Related Posts

ଦାବି ପୂରଣ ନେଇ ପାଚିକା ସଂଘ ର୍…

Udaya_Labanya | September 27, 2023 | 4 views |0

ଫୁଲବାଣୀ - (ସୁନୀଲ ପଟ୍ଟନାୟକ)ସରକାର ପାଚିକା ଓ ସହାୟିକା ମାନଙ୍କୁ ବିଭିନ୍ନ୍ ସମୟରେ ଦରମା ବୃଦ୍ଧି କରିବାକୁ ପ୍ରତିଶ୍ରୁତି ଦେଇ ପରବର୍ତ୍ତୀ ସମୟରେ ପ୍ରତାରଣା କରୁଥିବା ରୁ ପାଚିକା ସଂଘ ପକ୍ଷ୍ୟରୁ ଫୁଲବାଣୀ ଠାରେ ବିଭିନ୍ନ୍ ଦାବି ପୂରଣ ନେଇ ରାଲି…

କନକ କୁମାର ମାଝୀ ନୂତନ ଟାଉନ୍ ଥାନା…

Udaya_Labanya | September 27, 2023 | 9 views | 0

ଫୁଲବାଣୀ (ସୁନୀଲ ପଟ୍ଟନାୟକ)କନକ କୁମାର ମାଝୀ ଫୁଲବାଣୀ ଟାଉନ୍ ଥାନା ର୍ ନୂତନ ଥାନା ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି l ଫଳରେ ବିଭିନ୍ନ୍ ସଂଗଠନ ପକ୍ଷରୁ ନୂତନ ଥାନା ଅଧିକାରୀ ମାଝୀ ଙ୍କୁ ସ୍ୱାଗତ୍ ସମ୍ବର୍ଦ୍ଧନା ଦିଆଯାଇଥିଲା lଗୃହ…

Leave a Reply

Your email address will not be published. Required fields are marked *

Archives

Categories