ବାଲିଗୁଡା ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ତିନି ଛାତ୍ରୀଙ୍କ କୃତିତ୍ୱ

Udaya_Labanya | February 21, 2022 | 141 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):ଚଳିତ ଶିକ୍ଷା ବର୍ଷ ୨୦୨୧-୨୨ରେ ଆୟୋଜିତ ହୋଇଥିବା ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲ ଛାତ୍ରୀ ସ୍ମୃତିରେଖା ପ୍ରଧାନ ଓ ଆଭା ଅଦିତି ବାଲିଗୁଡା ବ୍ଲକ ରେ ତୃତୀୟ ଓ ଷଷ୍ଠ ସ୍ଥାନ ଅଧିକାର କରିଥିବା ବେଳେ ସେହିଭଳି ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ମନୀଷା ମଲ୍ଲିକ ଷଷ୍ଠ ସ୍ଥାନରେ ରହି ଗୌରବ ଅର୍ଜନ କରିଛନ୍ତି l ଏହି ମାନଙ୍କ ସଫଳତା ପଛରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅଭିଭାବକଙ୍କର ପ୍ରେରଣା ଓ ଆଶୀର୍ବାଦ ରହିଥିବା ପ୍ରକାଶ କରିଛନ୍ତି l ଏହି ତିନି ଜଣ ଛାତ୍ରୀ ଙ୍କ ସଫଳତା ପାଇଁ ବିଦ୍ୟାଳୟକୁ ସୁନାମ ଅର୍ଜନ କରାଇପାରିଛି l

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories