ରାଣୀ ଲଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

Udaya_Labanya | March 3, 2022 | 36 views |0 | Breaking News

ଢେଙ୍କାନାଳ: ଆଜି ଢେଙ୍କାନାଳ ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଣୀ ଲଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି।
ଉଦ୍ଜାପନୀ ଉତ୍ସବରେ ଅଧ୍ୟକ୍ଷତା କରି ବିଦ୍ୟାଳୟର ଅଧ୍ୟକ୍ଷ ଡ଼ ରାମଚନ୍ଦ୍ର ମଲ୍ଲ ନାରୀ ମାନଙ୍କର ଆତ୍ମରକ୍ଷା ପାଇଁ ଏଭଳି ପ୍ରଶିକ୍ଷଣର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଛନ୍ତି।

ଅଧ୍ୟାପିକା ପ୍ରଜ୍ଞା ପାରମିତା ମାଝୀ ଏହି ଶିବିରକୁ ପରିଚାଳନା କରିଥିଲେ।

ଜୟନ୍ତୀ ବେହେରା ଓ ସାଙ୍ଘାତିକା ସ୍ୱାଇଁ ଉତ୍ସ ବ୍ୟକ୍ତି ଭାବରେ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ଦେଇଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 7 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories