#Breaking News

ରାଣୀ ଲଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

ଢେଙ୍କାନାଳ: ଆଜି ଢେଙ୍କାନାଳ ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଣୀ ଲଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି।
ଉଦ୍ଜାପନୀ ଉତ୍ସବରେ ଅଧ୍ୟକ୍ଷତା କରି ବିଦ୍ୟାଳୟର ଅଧ୍ୟକ୍ଷ ଡ଼ ରାମଚନ୍ଦ୍ର ମଲ୍ଲ ନାରୀ ମାନଙ୍କର ଆତ୍ମରକ୍ଷା ପାଇଁ ଏଭଳି ପ୍ରଶିକ୍ଷଣର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଛନ୍ତି।

ଅଧ୍ୟାପିକା ପ୍ରଜ୍ଞା ପାରମିତା ମାଝୀ ଏହି ଶିବିରକୁ ପରିଚାଳନା କରିଥିଲେ।

ଜୟନ୍ତୀ ବେହେରା ଓ ସାଙ୍ଘାତିକା ସ୍ୱାଇଁ ଉତ୍ସ ବ୍ୟକ୍ତି ଭାବରେ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ଦେଇଥିଲେ।

Leave a comment

Your email address will not be published. Required fields are marked *