ବିଜେଡି ର ପ୍ରତିଷ୍ଠା ଦିବସ ପାଳିତ

Udaya_Labanya | March 5, 2022 | 33 views |0 | Breaking News


ଫୁଲବାଣୀ
ଶନିବାର ଫୁଲବାଣୀ ସମେତ ବାଲିଗୁଡା, ଜି, ଉଦୟଗିରି ସମେତ ଜ଼ିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଶହେ ଛ ତମ ଜୟନ୍ତୀ ଓ ବିଜେଡି ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା l
ଏହିଅବସରରେ ବିଜେଡି ପକ୍ଷରୁ ଫୁଲବାଣୀ ବିଜୁ ପଟନାୟକ ଛକ ରେ ଥିବା ପ୍ରତିମୁର୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ l
ପରେ ଫୁଲବାଣୀ ସଦର ମହକୁମା ଡାକ୍ତର ଖାନା ରୋଗୀ ମାନଙ୍କୁଦଳ ପକ୍ଷରୁ ଫଳ ବଣ୍ଟନ କରାଯାଇଥିଲା l
ଏଥିରେ ଜ଼ିଲ୍ଲା ବିଜେଡି ସଭାପତି ସରୋଜ କର୍ଣ୍ଣ ଓ ବିଧାୟକ ଅଂଗଦ କହଁର, ଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଶହୀଦ ଦିବସ ଅବସରରେ ସମବେତ ନୀରବ ପ୍ରାର୍ଥନା

Udaya_Labanya | January 31, 2023 | 2 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଯୁକ୍ତ 2ଓ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନ ସମ୍ମାନ ଶ୍ରେଣୀ ଗୃହରେ ଏହି କାର୍ଯ୍ୟକ୍ରମ…

ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ବ୍ୟାପକ…

Udaya_Labanya | January 31, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ଦୁର୍ନୀତିର ଗନ୍ଧ l ପୁରୁଣା ମାଟି ଇଟା ଏବଂ ଅନାମଧେୟ ସିମେଣ୍ଟ ବ୍ୟବହାର ଓ କମ ସିମେଣ୍ଟ ର ବାଲି ମିଶ୍ରଣ ରେ ହେଉଛି କାନ୍ଥ ଯୋଡ଼େଇ l ଏହିଭଳି…

Leave a Reply

Your email address will not be published. Required fields are marked *

Archives

Categories