ଦଳ ବିରୋଧୀ କାର୍ଯ୍ୟ ପାଇଁବିଜେଡି ର ୨ ପୂର୍ବତନ କାଉନସିଲର ନିଲମ୍ବିତ

Udaya_Labanya | March 22, 2022 | 33 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ଦଳ ବିରୋଧୀ କାର୍ଯ୍ୟ ଓ ଦଳରେ ବିଶୃଙ୍ଖଳା ପାଇଁ ଆଜି ମଙ୍ଗବାର ଜ଼ିଲ୍ଲା ବିଜେଡି ସଭାପତି ସରୋଜ କର୍ଣ ଫୁଲବାଣୀ ସହର ର ତିନି ନମ୍ବର ପୂର୍ବତନ କାଉନସିଲର ତଥା ବିଜେଡି ନେତା ଭାଗବତ ବେହେରା ଓ ଦଶ ନମ୍ବର ୱାର୍ଡ ର ପୂର୍ବତନ କାଉନସିଲର ଶ୍ରୀବଚ୍ଛ ବେହେରା ଙ୍କୁ ଦଳ ସଭାପତି ସରୋଜ କର୍ଣ୍ଣ ନିଲମ୍ବିତ କରିଛନ୍ତି l
ଏ ନେଇ ଆଜି ମଙ୍ଗଳବାର ସଭାପତି କର୍ଣ୍ଣ ଏକ ପ୍ରେସ ବିବୃତି ରେ ଜଣାଇଛନ୍ତି lଏମାନେ ଦଳୀୟ ପାର୍ଥୀ ଙ୍କୁ ବିରୋଧ କରି ସ୍ୱାଧୀନ ପାର୍ଥୀ ଦେଇଥିଲେ ତେଵେ
ଦଳ ପକ୍ଷରୁ ଏ ଦୁହେଁ ଙ୍କୁ ମନାଇବାକୁବହୁତ ଚେଷ୍ଟା କରାଯାଇଥିଲେ ମଧ୍ୟ ଏମାନେ
ମାନି ନଥିଲେ l
ଫଳରେ ବାଧ୍ୟ ହୋଇ ଦଳ ପକ୍ଷରୁ ନିଲମ୍ବିତ କରାଯାଇଥିବା ଜଣାପଡିଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଶହୀଦ ଦିବସ ଅବସରରେ ସମବେତ ନୀରବ ପ୍ରାର୍ଥନା

Udaya_Labanya | January 31, 2023 | 2 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଯୁକ୍ତ 2ଓ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନ ସମ୍ମାନ ଶ୍ରେଣୀ ଗୃହରେ ଏହି କାର୍ଯ୍ୟକ୍ରମ…

ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ବ୍ୟାପକ…

Udaya_Labanya | January 31, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ଦୁର୍ନୀତିର ଗନ୍ଧ l ପୁରୁଣା ମାଟି ଇଟା ଏବଂ ଅନାମଧେୟ ସିମେଣ୍ଟ ବ୍ୟବହାର ଓ କମ ସିମେଣ୍ଟ ର ବାଲି ମିଶ୍ରଣ ରେ ହେଉଛି କାନ୍ଥ ଯୋଡ଼େଇ l ଏହିଭଳି…

Leave a Reply

Your email address will not be published. Required fields are marked *

Archives

Categories