ଅତାବିରା ଓକିଲ ସଂଘ ନିର୍ବାଚନ: ସୁଶାନ୍ତ ମିଶ୍ର ସଭାପତି, ଅରବିନ୍ଦ ଶୁଶାରୀ ସାଧାରଣ ସମ୍ପାଦକ

Udaya_Labanya | March 26, 2022 | 30 views |0 | Breaking News


ବରଗଡ:-(ସତ୍ୟ ନାରାୟଣ ପ୍ରଧାନ)
ଆଜି ଅନୁଷ୍ଠିତ ହୋଇଥିବା ଅତାବିରା ଓକିଲ ସଂଘ ନିର୍ବାଚନ ରେ ସୁଶାନ୍ତ ମିଶ୍ର ସଭାପତି, ଅରବିନ୍ଦ ଶୁଶାରୀ ସାଧାରଣ ସମ୍ପାଦକ ଭାବରେ ନିର୍ବାଚିତ ହୋଇଥିବା ବେଳେ ତ୍ରିପୁରାରୀ ଚାନ୍ଦ ଉପ ସଭାପତି ଓ ଭି. ଜଗନ୍ନାଥ ରାଓ ଯୁଗ୍ମ ସମ୍ପାଦକ ଭାବରେ ନିର୍ବାଚିତ ହୋଇଛନ୍ତି। ଏଥିରେ ହିତେନ୍ଦ୍ରିୟ ପ୍ରଧାନ ନିର୍ବାଚନ ଅଧିକାରୀ ଭାବରେ ନିର୍ବାଚନ ପରିଚାଳନା କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଶହୀଦ ଦିବସ ଅବସରରେ ସମବେତ ନୀରବ ପ୍ରାର୍ଥନା

Udaya_Labanya | January 31, 2023 | 2 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଯୁକ୍ତ 2ଓ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନ ସମ୍ମାନ ଶ୍ରେଣୀ ଗୃହରେ ଏହି କାର୍ଯ୍ୟକ୍ରମ…

ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ବ୍ୟାପକ…

Udaya_Labanya | January 31, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ଦୁର୍ନୀତିର ଗନ୍ଧ l ପୁରୁଣା ମାଟି ଇଟା ଏବଂ ଅନାମଧେୟ ସିମେଣ୍ଟ ବ୍ୟବହାର ଓ କମ ସିମେଣ୍ଟ ର ବାଲି ମିଶ୍ରଣ ରେ ହେଉଛି କାନ୍ଥ ଯୋଡ଼େଇ l ଏହିଭଳି…

Leave a Reply

Your email address will not be published. Required fields are marked *

Archives

Categories